Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୩ ଟି ଜିଲ୍ଲାରୁ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୯୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୫ ଟି ଜିଲ୍ଲାରୁ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ଵର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୬ ଟି ଜିଲ୍ଲାରୁ ୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୬, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୭, ବରଗଡ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୯, ଦେବଗଡ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୮, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୩ ଜଣ ଚିହ୍ନଟ ହୋଇଥିବାବେଳେ ୩୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୫୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୬ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୯ , ଖୋର୍ଦ୍ଧା ଜିଲ୍ଲାରୁ ୮, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭, କଟକ ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୭, ଯାଜପୁର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୮୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୨୪୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୬୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୧, ଅନୁଗୋଳ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ନବରଂଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭ ଜଣ ଚିହ୍ନଟ ହୋଇଥିବାବେଳେ ୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୧୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୩୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୬୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫, ବରଗଡ଼ ଜିଲ୍ଲାରୁ ୮ ଜଣ, ଅନୁଗୋଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀର ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୧୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ସୋନପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୯ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବୌଦ୍ଧରୁ ୧, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୬, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୩, ଏବଂ ରାୟଗଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୬ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୭୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୭୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୨, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୪୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୬୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫, ମାଲକାନାଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୮୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୧,  ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୪, ନବରଙ୍ଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୩୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୭୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୦ ଟି ଜିଲ୍ଲାରୁ ମୋଟ୍‌ ୮୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୯, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୩,  ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୭, ସୋନପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ଅଫ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୨୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୧୧୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରିରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଶହେ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ସାତ ମାସ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ଖସିଛି। ଆଜି ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୪୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୨୮୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୨୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୯୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରିରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯, ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ୫୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୧୪୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୩୨୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ୩, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୯, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬, ନବରଙ୍ଗପୁର ଜିଲ୍ଲାରୁ ୩, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୯ ଜଣ ଚିହ୍ନଟ ହୋଇଥିବାବେଳେ ୬୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୩୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୨, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୭, ବଲାଙ୍ଗୀରିରୁ ୫, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୫ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩,  ଜଗତସିଂହପୁର ଜିଲ୍ଲାରୁ ୬, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୮, କଳାହାଣ୍ଡି ଜିଲ୍ଲାରୁ ୬, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧, ନବରଙ୍ଗପୁର ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ୫୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୭୫୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୪୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୩୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୧୫, ସୁନ୍ଦରଗଡ ଜିଲ୍ଲାରୁ ୧୪, ଅନୁଗୁଳରୁ ୧୨, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧,  ଜଗତସିଂହପୁର ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୮, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୩, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୯ ଜଣ ଚିହ୍ନଟ ହୋଇଥିବାବେଳେ ୬୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୫୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୫୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୫୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୯, ସୁନ୍ଦରଗଡ ଜିଲ୍ଲାରୁ ୧୮, ଅନୁଗୁଳରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୮, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୬, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୮, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ୫୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୦ ହଜାର ୩୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୫୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୪୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୨୩, ସୁନ୍ଦରଗଡ ଜିଲ୍ଲାରୁ ୧୬, ଅନୁଗୁଳରୁ ୧୩, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୧୨ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ଝାରସୁଗୁଡା ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୨, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ସମ୍ବଲପୁରରୁ ୧୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୩ ଜଣ ଚିହ୍ନଟ ହୋଇଥିବାବେଳେ ୬୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୭୧୭ ଜଣ।

ସେହିପରି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଆଜି ମୃତ୍ୟୁବରଣ କରିଛନ୍ତି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୫୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦, ଅନୁଗୁଳରୁ ୮, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୫ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୮, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧,  ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୨, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୧୨୦ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୧୮, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।