Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୨ ଜଣ ଚିହ୍ନଟ ହୋଇଥିବାବେଳେ ୫୦ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୮୧୦ ଜଣ।

ସେହିପରି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଆଜି ମୃତ୍ୟୁବରଣ କରିଛନ୍ତି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୧୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୬, ଅନୁଗୁଳରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୨, କଟକରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁରରୁ ୨୩, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୩୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୯ ଜଣ।

ସେହିପରି ଆଜି ରାଜ୍ୟରୁ ଆଉ ଜଣେ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ତେବେ ରାଜ୍ୟରେ କରୋନା ଯୋଗୁଁ ମୋଟ ମୃତ୍ୟୁବରଣ କରଛନ୍ତି ୧୯୦୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୦, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୭ ଜଣ, ଦେବଗଡ଼ରୁ ୨, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୧୧, କଳାହାଣ୍ଡିରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁରରୁ ୨୯, ସୁନ୍ଦରଗଡ ଜିଲ୍ଲାରୁ ୧୮ ଏବଂ ଷ୍ଟେଟ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩ ଜଣ ଚିହ୍ନଟ ହୋଇଥିବାବେଳେ ୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୮୭  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୭୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦, ଅନୁଗୁଳରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୫,  କଟକରୁ ୪ ଜଣ, ଦେବଗଡ଼ରୁ ୨, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୭, ଜଗତସିଂହପୁରରୁ ୨୩, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କୋରାପୁଟ ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ପୁରୀ ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୨୪, ସୋନପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୮୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୬  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୬ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୫, ଅନୁଗୁଳରୁ ୧୮, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୮,  ବୌଦ୍ଧରୁ ୨, କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୮, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୨୦, ସୋନପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୭ ଜଣ ଚିହ୍ନଟ ହୋଇଥିବାବେଳେ ୯୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୬୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୯୨  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧରୁ ୩, କଟକରୁ ୧୮ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୩, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୨୩, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୮, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ସମ୍ବଲପୁରରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୨ ଜଣ ଚିହ୍ନଟ ହୋଇଥିବାବେଳେ ୮୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୪୫୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୪୧  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୧୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୦, ଅନୁଗୁଳରୁ ୨୪, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀରିରୁ ଜିଲ୍ଲାରୁ ୭,  କଟକରୁ ୧୪ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଇଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୩, କଳାହାଣ୍ଡିରୁ ୪, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, ମାଲକାନଗିରି ଜିଲ୍ଲାରୁ ୮, ମୟୁରଭଞ୍ଜ ଜିଲ୍ଲାରୁ ୮ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁରରୁ ୧୬, ସୋନପୁର ଜିଲ୍ଲାରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୧ ଜଣ ଚିହ୍ନଟ ହୋଇଥିବାବେଳେ ୯୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୨୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୩  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୮, ସମ୍ବଲପୁରରୁ ୧୫, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୧୬,  କଟକରୁ ୩ ଜଣ, ଦେବଗଡ଼ରୁ ୫, ଗଜପତି ଇଲ୍ଲାରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦୁଝରରୁ ୧୧, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୨ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୪୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୨୪୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁରରୁ ୩୭, ସୁନ୍ଦରଗଡରୁ ଜିଲ୍ଲାରୁ ୨୨, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ଼ ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୩, ବଲାଙ୍ଗୀରିରୁ ଜିଲ୍ଲାରୁ ୧୯,  କଟକରୁ ୫ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୧୯, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡା ଜିଲ୍ଲାରୁ ୧୯, କଳାହାଣ୍ଡିରୁ ୧, କନ୍ଧମାଳରୁ ୭, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୮, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୧, ଅନୁଗୁଳରୁ ୨୧, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୬, ବଲାଙ୍ଗୀରିରୁ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଇଲ୍ଲାରୁ ୧୮, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୪ ଜଣ ଚିହ୍ନଟ ହୋଇଥିବାବେଳେ ୯୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୦୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୧୮ ଜଣ, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୪, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝରରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନବରଙ୍ଗପୁରରୁ ୧, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୩ ଜଣ ଚିହ୍ନଟ ହୋଇଥିବାବେଳେ ୯୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୭୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୦୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲାରୁ ୫,  ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୧୧ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତିରୁ ୩, ଗଞ୍ଜାମରୁ ୪, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୮ ଜଣ, ନବରଙ୍ଗପୁରରୁ ୨, ନୟାଗଡରୁ ୨, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ୮୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୫୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୪୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୯୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୩୪ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୩,  ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୯ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡିରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନବରଙ୍ଗପୁରରୁ ୧, ନୟାଗଡରୁ ୨, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୨୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୪୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୬ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୫, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମାଲକାନାଗିରିରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲା ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୯୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୪୦୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୧୯୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୩ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୧୦ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୬, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୮ ଜଣ ଚିହ୍ନଟ ହୋଇଥିବାବେଳେ ୧୦୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୭୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୪୫୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୭୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲା ରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ, ବୌଦ୍ଧ ଜିଲ୍ଲା ରୁ ୩ ଜଣ, କଟକରୁ ୪ ଜଣ, ଦେଓଗଡରୁ ୪ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୨୩ ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୯ ଜଣ ଚିହ୍ନଟ ହୋଇଥିବାବେଳେ ୧୦୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୪୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୫୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲା ରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ,  କଟକରୁ ୧୫ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲା ରୁ ୨ ଜଣ,  ନୂଆପଡ଼ା ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୩୦୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୪ହଜାର ୭୭୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୬୦୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୬୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୩୦୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲା ଏବଂ ସମ୍ବଲପୁର ଜିଲ୍ଲାରୁ ୨୮ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଅନୁଗୁଳଜିଲ୍ଲା ରୁ ୨୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲା ରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ବୌଦ୍ଧ ଜିଲ୍ଲା ରୁ ୩ ଜଣ,  କଟକରୁ ୨୩ ଜଣ, ଦେଓଗଡରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ ଜିଲ୍ଲା ରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲା ରୁ ୧ ଜଣ, ରାୟଗଡା ଜିଲ୍ଲା ରୁ ୧ ଜଣ, ସୋନପୁର ଜିଲ୍ଲା ରୁ ୩ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୮୪୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ଜିଲ୍ଲାରୁ ୧୬ଜଣ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୬ ଜଣ, ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୪୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ଵର, ଭୁବନେଶ୍ବର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ଵରରୁ ଜଣେ ୮୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ବରରୁ ଜଣେ ୬୮ ବର୍ଷୀୟ ମହିଳା ଏବଂ ସୁନ୍ଦରଗଡରୁ ଜଣେ ୬୪ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୨୭୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୨ ହଜାର ୩୪୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୬ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୪୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ମୋଟ୍‌ ୩୬୪ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୫ ଜଣ,  ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲା ରୁ ୧୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ, କଟକରୁ ୨୧ ଜଣ, ଗଜପତିରୁ ୨, ଗଞ୍ଜାମରୁ ୭ ଜଣ, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୯ ଜଣ,  ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ,  ରାୟଗଡା ଜିଲ୍ଲାରୁ ୧ଜଣ,  ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁରରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ୧୬୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୭ ହଜାର ୮୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୦୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୯୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ ଟି ଜିଲ୍ଲାରୁ ମୋଟ୍‌ ୩୮୭ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ ଜଣ, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, କୋରାପୁଟ ଜିଲ୍ଲା ରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।