Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୯ ଜଣ ଚିହ୍ନଟ ହୋଇଥିବାବେଳେ ୧୬୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୫ ହଜାର ୨୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୧୦୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୬୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ ଜଣ, ଦେବଗଡ଼ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ ଜଣ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୪, ମୟୁରଭଞ୍ଜ ଜିଲ୍ଲାରୁ ୩୨ ଜଣ, ନବରଙ୍ଗପୁର ୧, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର:  ରାଜ୍ୟରେ ଆଜି ୯୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୨୩ ଜଣ ଚିହ୍ନଟ ହୋଇଥିବାବେଳେ ୩୭୯ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୯୦୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୫ ହଜାର ୨୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୯୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୯୦୨ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ସର୍ବାଧିକ ୮୮, ସୁନ୍ଦରଗଡରୁ ୮୫ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୫୦, ବାଲେଶ୍ଵରରୁ ୩୯,  ବରଗଡରୁ ୩୭, ଭଦ୍ରକରୁ ୮, ବଲାଙ୍ଗିରରୁ ୩୭, ବୌଦ୍ଧରୁ ୨୬, କଟକରୁ ୭୦,  ଦେବଗଡରୁ ୨,  ଢେଙ୍କାନାଳରୁ ୧୭, ଗଜପତିରୁ ୪,  ଗଞ୍ଜାମରୁ ୮, ଜଗତସିଂହପୁରରୁ  ୪୨, ଯାଜପୁରରୁ ୨୫, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ୩୬, କେଉଁଝରରୁ ୫୧, ଖୋର୍ଦ୍ଧାରୁ ୬୮,  କୋରାପୁଟରୁ ୧୦, ମାଲକାନଗିରିରୁ ୫, ନବରଙ୍ଗପୁରରୁ ୧୫, ନୟାଗଡରୁ ୧୯, ନୂଆପଡାରୁ ୨୬, ପୁରୀରୁ ୨୦,  ସମ୍ବଲପୁରରୁ ୪୩, ସୋନପୁରରୁ ୭, ସୁନ୍ଦରଗଡରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Categories
ଆଜିର ଖବର ରାଜ୍ୟ ଖବର

ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି

ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ବରରୁ ଜଣେ ୭୫ ବର୍ଷିୟା ମହିଳା ହୋଇଥିବା ବେଳେ ଆଉ ଜଣେ ୭୨ ବର୍ଷୀୟ ପୁରୁଷ ଏବଂ ଖୋର୍ଦ୍ଧାରୁ ଜଣେ ୫୯ ବର୍ଷିୟା ମହିଳା। ସେହିପରି ଢେଙ୍କାନାଳରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୪୨ ବର୍ଷିୟା ମହିଳା ଏବଂ ଜଣେ ୬୮  ବର୍ଷିୟା ମହିଳା। ନୂଆପଡାରୁ ଜଣେ ୬୯ ବର୍ଷୀୟ ପୁରୁଷ, ସୁନ୍ଦରଗଡରୁ ଜଣେ ୭୦ ବର୍ଷିୟା ମହିଳା, କଟକରୁ ଜଣେ ୪୫ ବର୍ଷୀୟ ପୁରୁଷ, ଜଗତସିଂହପୁରରୁ ଜଣେ ୮୨ ବର୍ଷୀୟ ପୁରୁଷ,  ଭଦ୍ରକରୁ ଜଣେ ୬୧ ବର୍ଷୀୟ ପୁରୁଷ, ବାଲେଶ୍ବରରୁ ଜଣେ ୬୮ ବର୍ଷୀୟ ପୁରୁଷ, କଳାହାଣ୍ଡିରୁ ଜଣେ, ୩୬ ବର୍ଷୀୟ ପୁରୁଷ, । ଏନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା ୧୩୫୨କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୫୩ ଜଣ ଚିହ୍ନଟ ହୋଇଥିବାବେଳେ ୬୧୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୩ ହଜାର ୮୩୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୯୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୦୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୭୬, ବାଲେଶ୍ବରରୁ ୫୬, ବରଗଡରୁ ୬୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୬୩, ବୌଦ୍ଧରୁ ୧୭, କଟକରୁ ୧୨୬,  ଦେବଗଡରୁ ୫,  ଢେଙ୍କାନାଳରୁ ୧୭, ଗଜପତିରୁ ୮, ଗଞ୍ଜାମରୁ ୨୨, ଜଗତସିଂହପୁରରୁ  ୭୬, ଯାଜପୁରରୁ ୪୨, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୭୫, କେଉଁଝରରୁ ୫୧, କୋରାପୁଟରୁ ୨୪, ମାଲକାନଗିରିରୁ ୨୫,  ମୟୂରଭଞ୍ଜରୁ ୫୦, ନବରଙ୍ଗପୁରରୁ ୩୪, ନୟାଗଡରୁ ୩୧, ନୂଆପଡାରୁ ୬୧, ପୁରୀରୁ ୬୪, ରାୟଗଡାରୁ ୧୩,  ସମ୍ବଲପୁରରୁ ୩୪, ସୋନପୁରରୁ ୨୭, ସୁନ୍ଦରଗଡରୁ ୧୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1297କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1297କୁ ବୃଦ୍ଧି ହୋଇଛି ।

Categories
ଆଜିର ଖବର ଜାତୀୟ ଖବର

ଗତ 24 ଘଣ୍ଟାରେ 43 ହଜାର 893 ଆକ୍ରାନ୍ତ ଚିହ୍ନଟ,  508 ମୃତ

ନୂଆଦିଲ୍ଲୀ : ଗତ 24 ଘଣ୍ଟାରେ 43 ହଜାର 893 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 508ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 20 ହଜାର 10କୁ ବୃଦ୍ଧି ହୋଇଛି । ସେହିପରି ଦେଶରେ ମୋଟ୍‌ ଆକ୍ରାନ୍ତଙ୍କସଂଖ୍ୟା 79 ଲକ୍ଷ 90 ହଜାର 322କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 6 ଲକ୍ଷ 10 ହଜାର 803 ରହିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 72 ଲକ୍ଷ 59 ହଜାର 509 ରହିଛି ।

ସୂଚନାଯୋଗ୍ୟ ପ୍ରାୟ ତିନି ମାସ ପରେ ଗତକାଲି 40 ହଜାର ତଳକୁ କରୋନା ମାମଲା ଚିହ୍ନଟ ହୋଇଥିଲା । କିନ୍ତୁ ଆଜି ଏହା 40 ହଜାର ଉପରକୁ ରହିଛି । ଆଇସିଏମ୍‌ଆର ସୂଚନା ଅନୁସାରେ ଗତକାଲି ସୁଦ୍ଧା ଦେଶରେ ମୋଟ୍‌ 10 କୋଟି 54 ଲକ୍ଷ 87 ହଜାର 680 ନମୁନା ପରୀକ୍ଷଣ ହୋଇଛି । ଗତକାଲି 10 ଲକ୍ଷ 66 ହଜାର 786 ନମୁନା ପରୀକ୍ଷଣ ହୋଇଥିଲା ।  ତେବେ ଦେଶରେ କରୋନା ମୃତ୍ୟୁ ହାର ଲଗାତାର ଭାବରେ ହ୍ରାସ ପାଉଛି । ସେହିପରି ଦେଶରେ ସୁସ୍ଥ ହାର ବଢିବାରେ ଲାଗିଛି । ଏବେ ଦେଶରେ କରୋନା ମୃତ୍ୟୁହାର 1.5% ରହିଥିବାବେଳେ ସୁସ୍ଥ ହାର 90.62% ରହିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ଆଉ ୧ ହଜାର ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୫୮ ଜଣ ଚିହ୍ନଟ ହୋଇଥିବାବେଳେ ୬୨୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୧୨ ହଜାର ୬୯୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୬୪ ହଜାର ୧୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୨୮୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୨୪୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୮୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳୁରୁ ସର୍ବାଧିକ ୧୪୧ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩, ଖୋର୍ଦ୍ଧାରୁ ୧୧୦ ଜଣ, କଟକରୁ ୧୦୬, କେଉଁଝରରୁ ୮୭, ବାଲେଶ୍ବରରୁ ୮୪, ବରଗଡରୁ ୪୯, ଭଦ୍ରକରୁ ୨୪, ବଲାଙ୍ଗିରରୁ ୪୪, ବୌଦ୍ଧରୁ ୧୨, ଦେବଗଡରୁ ୧୧,  ଢେଙ୍କାନାଳରୁ ୨୫, ଗଜପତିରୁ ୬, ଗଞ୍ଜାମରୁ ୨୦, ଜଗତସିଂହପୁରରୁ  ୭୨, ଯାଜପୁରରୁ ୫୬, ଝାରସୁଗୁଡାରୁ ୫୦, କଳାହାଣ୍ଡିରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୫୧,  କୋରାପୁଟରୁ ୩୯, ମାଲକାନଗିରିରୁ ୨୩,  ନବରଙ୍ଗପୁରରୁ ୪୦, ନୟାଗଡରୁ ୨୮, ନୂଆପଡାରୁ ୪୪, ପୁରୀରୁ ୪୭, ରାୟଗଡାରୁ ୮,  ସମ୍ବଲପୁରରୁ ୨୯, ସୋନପୁରରୁ ୧୪, ସୁନ୍ଦରଗଡରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୬ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Categories
ଆଜିର ଖବର ରାଜ୍ୟ ଖବର

ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1152କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  କଟକ ଓ ଭୁବନେଶ୍ବରରୁ ସର୍ବାଧିକ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ସୁବର୍ଣ୍ଣପୁର, ବଲାଙ୍ଗିର, ଝାରସୁଗୁଡା, ଜିଲ୍ଲାରୁ 2 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ବୌଦ୍ଧ, ବରଗଡ, ମୟୂରଭଞ୍ଜ, ଜଗତସିଂହପୁର ନୂଆପଡା ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1152କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 54,75 ଓ 65 । କଟକର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 60 41, 47 ବର୍ଷ ବୋଲି ସୂଚନା ରହିଛି ।

ସେହିପରି ସୁବର୍ଣ୍ଣପୁରରୁ  ଜଣେ 64 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଆନ୍ୟ ଜଣେ 71 ବର୍ଷୀୟ ପୁରୁଷଆକ୍ରାନ୍ତ ରହିଛନ୍ତି । ଝାରସୁଗୁଡାରୁ 54 ବର୍ଷ ଓ 52 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 70 ବର୍ଷ ଓ 55 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ସେହିପରି ବୌଦ୍ଧରୁ 40 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବଳେ ବରଗଡରୁ 52 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 45 ବର୍ଷ ପୁରୁଷ, ନୂଆପଡାରୁ 82 ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।  ଜଗତସିଂହପୁରରୁ ଜଣେ 82 ବର୍ଷୀୟ ବୃଦ୍ଧ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1121କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଖୋର୍ଦ୍ଧରୁ ସର୍ବାଧିକ 5 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକରୁ 2 ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ଅନୁଗୁଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେଉଁଝର, ମୟୂରଭଞ୍ଜ, ନୟାଗଡ, ପୁରୀ, ରାଉରକେଲା, ସମ୍ବଲପୁର ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1121କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ତିନିଜଣ ରହିଛନ୍ତି । ଭୁବନେଶ୍ବରରୁ ଦୁଇ ମହିଳାଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଦୁଇ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତ ଦୁଇ ମହିଳା ଆକ୍ରାନ୍ତଙ୍କର ବୟସ ଯଥାକ୍ରମେ 57 ଓ 73 । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତ ହେଉଛନ୍ତି 70 ବର୍ଷୀୟ ପୁରୁଷ, 76 ବର୍ଷୀୟପୁରୁଷ । ସେହିପରି ଖୋର୍ଦ୍ଧାରୁ 37 ବର୍ଷୀୟା ମହିଳା ମୃତ୍ୟୁବରଣ କରିଛନ୍ତି । କଟକରୁ 65 ବର୍ଷୀୟା ମହିଳା  ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ମୃତକଙ୍କ ବୟସ 49 ବର୍ଷ ।

ସେହିପରି ଅନୁଗୁଳରୁ 56 ବର୍ଷୀୟ ପୁରୁଷ, ବାଲେଶ୍ବରରୁ 69 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 79 ବର୍ଷୀୟ ପୁରୁଷ, କନ୍ଧମାଳରୁ 53 ବର୍ଷୀୟ ପୁରୁଷ, କେଉଁଝରରୁ 74 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 58 ବର୍ଷୀୟ ପୁରୁଷ, ନୟାଗଡରୁ 66 ବର୍ଷୀୟପୁରୁଷ, ପୁରୀରୁ 77 ବର୍ଷୀୟ ପୁରୁଷ, ରାଉରକେଲାରୁ 64 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରୁରୁ 75 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୨ ହଜାର ୬୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୨ ହଜାର ୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୫୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୨ ହଜାର ୯୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୪୨୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୬୦୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୮୫ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୨୧୬, ବାଲେଶ୍ବରରୁ ୧୬୪, ବରଗଡରୁ ୯୦, ଭଦ୍ରକରୁ ୫୦, ବଲାଙ୍ଗିରରୁ ୬୪, ବୌଦ୍ଧରୁ ୩୧, କଟକରୁ ୨୦୯, ଦେବଗଡରୁ ୧୩, ଢେଙ୍କାନାଳରୁ ୩୩, ଗଜପତିରୁ ୮, ଗଞ୍ଜାମରୁ ୨୯, ଜଗତସିଂହପୁରରୁ ୮୪, ଯାଜପୁରରୁ ୧୧୩, ଝାରସୁଗୁଡାରୁ ୫୭, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୩୮, କେନ୍ଦ୍ରାପଡାରୁ ୭୦, କେଉଁଝରରୁ ୫୧, କୋରାପୁଟରୁ ୩୧, ମାଲକାନଗିରିରୁ ୫୭,  ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୬୦, ନୟାଗଡରୁ ୩୫, ନୂଆପଡାରୁ ୯୫, ପୁରୀରୁ ୪୯, ରାୟଗଡାରୁ ୨୧,  ସମ୍ବଲପୁରରୁ ୪୯, ସୋନପୁରରୁ ୪୪, ସୁନ୍ଦରଗଡରୁ ୧୮୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୭୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

Categories
ଆଜିର ଖବର ରାଜ୍ୟ ଖବର

ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ବର, ବଲାଙ୍ଗିର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ସୁନ୍ଦରଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1006କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ତିନିଜଣ ରହିଛନ୍ତି । ଭୁବନେଶ୍ବରର ତିନି ମୃତକଙ୍କ ବୟସ ଯଥାକ୍ରମେ  62, 66, 78ପୁରୁଷ । ସେହିପରି ଖୋର୍ଦ୍ଧାର ଅନ୍ୟ ଦୁଇ ମୃତକ ହେଲେ 51 ଓ 62 ବର୍ଷୀୟ ପୁରୁଷ । କଟକ ଜିଲ୍ଲାର ଦୁଇ ମୃତକ ହେଲେ 35 ବର୍ଷୀୟ ପୁରୁଷ ଓ 70 ବର୍ଷୀୟ ପୁରୁଷ । ବାଲେଶ୍ବରରୁ 44 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ବଲାଙ୍ଗିରର 36 ବର୍ଷୀୟ ପୁରୁଷ, ଗଞ୍ଜାମର 61 ବର୍ଷୀୟା ପୁରୁଷ, ଯାଜପୁରରୁ 40 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାର 60 ବର୍ଷୀୟ ପୁରୁଷ, ମୟୂରଭଞ୍ଜର 37 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡରୁ 69 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 50 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 36 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 892କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବର ଓ ଢେଙ୍କାନାଳରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 892କୁ ବୃଦ୍ଧି ହୋଇଛି ।

ବାଲେଶ୍ବରରୁ ତିନି ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟା ମହିଳା ରହିଥିବାବେଳେ ଅନ୍ୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 47 ଓ 62 ବର୍ଷ । ସେହିପରି ଢେଙ୍କାନାଳରେ ତିନି ମୃତକଙ୍କ ବୟସ ଯଥାକ୍ରମେ 36, 65, 61 ବର୍ଷ । ଖୋର୍ଦ୍ଧାରଦୁଇ ମୃତକଙ୍କ ମଧ୍ୟରେ ଜଣେ 68 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 65 ବର୍ଷୀ୍ର ପୁରୁଷ । ସେହିପରି ପୁରୀର ଦୁଇ ମୃତକଙ୍କ ମଧ୍ୟରେ ଜଣେ 70 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 85 ବର୍ଷୀୟ ପୁରୁଷ । ଜଗତସିଂହପୁରରୁ ଦୁଇ ମୃତକଙ୍କ ମଧ୍ୟରେ ଜଣେ 62 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 49 ବର୍ଷୀୟ ପୁରୁଷ ।

ସେହିପରି ଭଦ୍ରକରୁ 56 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରୁ 54 ବର୍ଷୀୟ ପୁରୁଷ, ଯାଜପୁରରୁ 57 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 56 ବର୍ଷୀୟ ପୁରୁଷ ଓ ନୟାଗଡରୁ 53 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ସର୍ବମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 682କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀ  ଓ କେନ୍ଦ୍ରାପଡାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଜପତି, ବଲାଙ୍ଗିର, ବରଗଡ, କଟକ, ମୟୂରଭଞ୍ଜ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତୁ ସଂଖ୍ୟା 682କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଭୁବନେଶ୍ବରର 49 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଦୁଇ ମୃତକଙ୍କ ମଧ୍ୟରେ ଜଣେ 78 ବର୍ଷୀୟା ମହିଳା ଓ ଅନ୍ୟ ଜଣେ 39 ବର୍ଷୀୟ ପୁରୁଷ । ସେହିପରି ପୁରୀର ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଜଣେ 79 ବର୍ଷୀୟ ବ୍ୟକ୍ତି ।  କେନ୍ଦ୍ରାପଡାରୁ ଜଣେ 90 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 50 ବର୍ଷୀୟ ବ୍ୟକ୍ତି ।

ସେହିପରି  ବରଗଡ ଜିଲ୍ଲାରୁ 25 ବର୍ଷୀୟ ଯୁବକ, ବଲାଙ୍ଗିରର 82 ବର୍ଷୀୟ ବ୍ୟକ୍ତି, ଗଜପତିର 53 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ କଟକରୁ ଆଜି ଜଣେ 65 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।  କନ୍ଧମାଳ ଜିଲ୍ଲାରୁ ଜଣେ 77 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜରୁ 50 ବର୍ଷୀୟ ପୁରୁଷ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ 1499 ପଜିଟିଭ୍‌ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 31 ହଜାର ଟପିଲା

ଭୁବନେଶ୍ବର : ରାଜ୍ୟରେ ଆଜି 1499 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 914ଜଣ ଚିହ୍ନଟ ହୋଇଥିବାବେଳେ 585ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 31ହଜାର 877କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 11ହଜାର 918ଜଣ । ସେହିପରି ସୁସ୍ଥ ହୋଇଛନ୍ତି 19ହଜାର745ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 169ଜଣ । ସେହିପରି 36 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Categories
ଆଜିର ଖବର ଜାତୀୟ ଖବର

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 14 ଲକ୍ଷ ଟପିଲା

ନୂଆଦିଲ୍ଲୀ : କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ 24 ଘଣ୍ଟାରେ 49 ହଜାର 931 ଜଣ ଆକ୍ରାନ୍ତ ହୋଇଥିବାବେଳେ 708ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 14 ଲକ୍ଷ 35 ହଜାର 453ରେ ପହଞ୍ଚିଥିବାବେଳେ ଦେଶରେ କରୋନା ମୃତ୍ୟୁସଂଖ୍ୟା 32 ହଜାର 771କୁ ବୃଦ୍ଧି ହୋଇଛି । ଦେଶରେ ଏବେ ସୁଦ୍ଧା ଆକ୍ଟିଭ୍‌ କେସ୍‌ 4 ଲକ୍ଷ 85 ହଜାର 114 ଜଣ ରହିଛନ୍ତି । ସୁସ୍ଥ ହୋଇଛନ୍ତି 9 ଲକ୍ଷ 17 ହଜାର 567 ଜଣ ।

ମହାରାଷ୍ଟ୍ରରେ 3 ଲକ୍ଷ 75 ହଜାର 3799 ଆକ୍ରାନ୍ତ ରହିଥିବାବେଳେ 13 ହଜାର 656ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦିଲ୍ଲୀରୁ ମୃତ୍ୟୁ ସଂଖ୍ୟା 3 ହଜାର 827କୁ ବୃଦ୍ଧି ହୋଇଛି । ତାମିଲନାଡୁରେ 3 ଲକ୍ଷ 494 ଓ ଗୁଜୁରାଟରେ 2 ହଜାର 326ଜଣଙ୍କ ମୃତ୍ୟୁ ହୋଇଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ 864, ଜାଣନ୍ତୁ କେଉଁଠୁ ରହିଛନ୍ତି କେତେ

ଭୁବନେଶ୍ବର : ଆଜି ରାଜ୍ୟରୁ 1376 କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 864 ଜଣ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 432 ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ 137 ଜଣ, ବରଗଡରୁ 31, ଖୋର୍ଦ୍ଧା ଓ କଟକରୁ 26 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଭଦ୍ରକରୁ 23, ମୟୂରଭଞ୍ଜରୁ 22, ଯାଜପୁରରୁ 19, କନ୍ଧମାଳରୁ 15, ଗଜପତି ଓ ସମ୍ବଲପୁରୁର 14 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଜଗତସିଂହପୁରୁ 12 ଜଣ ରହିଥିବାବେଳେ ଢେଙ୍କାନାଳରୁ 10, ସୁନ୍ଦରଗଡରୁ 10, ନୟାଗଡରୁ 7 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବାଲେଶ୍ବର, କେନ୍ଦ୍ରାପଡା ଓ ମାଲ୍‌କାନଗିରିରୁ 6 ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ଝାରସୁଗୁଡା ଓ କୋରାପୁଟରୁ 5 ଜଣ ଲେଖାଏଁ ରହିଛନ୍ତି । ବଲାଙ୍ଗିରରୁ 4 ଜଣ ସୁସ୍ଥ ହୋଇଥିବାବେଳେ ପୁରୀରୁ 3 ଜଣ, ବୌଦ୍ଧରୁ 2 ଜଣ ଓ ସୋନପୁରରୁ ଜଣେ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା 16 ହଜାର 792କୁ ବୃଦ୍ଧି ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

24 ଜିଲ୍ଲାରୁ 1320 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର : ଆଜି 24 ଜିଲ୍ଲାରୁ 1320 ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 560ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 174, ଗଜପତି ଓ ପୁରୀରୁ 90ଜଣ ଲେଖାଏଁ ରହିଛନ୍ତି ।  ରାୟଗଡାରୁ 65, ସୁନ୍ଦରଗଡ ଓ କଟକରୁ 47 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ 39 ଜଣ ଚିହ୍ନଟ ହୋଇଥିବାବେଳେ ନୟାଗଡରୁ 38, କୋରାପୁଟରୁ 30,  ଭଦ୍ରକରୁ 28, କେଉଁଝରରୁ 24, ବାଲେଶ୍ବର ଓ ଯାଜପୁରୁର 23 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବରଗଡରୁ 14, ବଲାଙ୍ଗିରରୁ 9, ଅନୁଗୁଳରୁ 6, ନୂଆପଡାରୁ 4, ଜଗତସିଂହପୁରର 3,  ଝାରସୁଗୁଡାରୁ 2 ଜଣ ରହିଛନ୍ତି । ସେହିପରି ଦେବଗଡ, କଳାହାଣ୍ଡି, କେନ୍ଦ୍ରାପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି କଟକରୁ 11 ପଜିଟିଭ୍‌ ଚିହ୍ନଟ

କଟକ : କଟକ ସହରରୁ ଆଜି ଆଉ 11 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ 6 ସରକାରୀ କ୍ବାରେଣ୍ଟାଇନରୁ ହୋମ୍‌ କ୍ବାରେଣ୍ଟାଇନ୍‌ରୁ 3ଜଣ, 2 ଜଣ ଲୋକାଲ୍‌ କେସ୍‌ ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରେ ପୁରୁଣା ରାଉସାପାଟଣାରୁ 2 ଜଣ ରହିଥିବାବେଳେ ଖପୁରିଆରୁ ଜଣେ ଚିହ୍ନଟ ହୋଇଛନ୍ତି ।  ସେହିପରି ବକ୍ସିବଜାରରୁ ଜଣେ ଥିବାବେଳ ଯୋବା ପାରେଶ୍ବର ସାହିରୁ ଜଣେ । ଏସ୍‌ସିବି ମେଡ଼ିକାଲ ଆଇସୋଲେସନ୍‌ ଓ୍ବାର୍ଡରୁ ଜଣେ ଚିହ୍ନଟ ହୋଇଛି । ଅନ୍ୟ ଜିଲ୍ଲାରୁ ଫେରି କ୍ବାରେଣ୍ଟିନ୍‌ରେ ଥିବା 5 ଆକ୍ରାନ୍ତ ଚିହ୍ନଟ ।

ଆଜି ନୂତନ 11 ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତ 334ରେ ପହଞ୍ଚିଛି । ସୁସ୍ଥ ହୋଇଛନ୍ତି 188 ଜଣ । ସେହିପରି ଏହି ଜିଲ୍ଲାରେ 7ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସକ୍ରିୟ ରହିଛନ୍ତି 139 ଜଣ ।

Categories
ଆଜିର ଖବର ରାଜ୍ୟ ଖବର

25 ଜିଲ୍ଲାରୁ 591, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରେ 591 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।  25ଟି ଜିଲ୍ଲାରୁ ମୋଟ୍‌ 591 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 182 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 121, କଟକରୁ 38, ବରଗଡରୁ 35, ଜଗତସିଂହପୁର, ମୟୂରଭଞ୍ଜ, ନବରଙ୍ଗପୁରରୁ 22 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁରରୁ 20, ଯାଜପୁରରୁ 19, ସୁନ୍ଦରଗଡରୁ 18, ବାଲେଶ୍ବରରୁ 13, ନୟାଗଡରୁ 11, ବଲାଙ୍ଗିର ଓ ଢେଙ୍କାନାଳରୁ 9 ଜଣ ଲେଖାଏଁ ରହିଛନ୍ତି । ମାଲ୍‌କାନଗିରି, କେନ୍ଦ୍ରାପଡାରୁ 8 ଜଣ ଲେଖାଏଁ ଚିହ୍ନଟ ହୋଇଥିବା ସ୍ଥଳେ ପୁରୀ ଓ କେଉଁଝରର 6 ଜଣ ଲେଖାଏଁ ରହିଛନ୍ତି ।  ବୌଦ୍ଧ ଓ ଝାରସୁଗୁଡାରୁ 5 ଜଣ ଲେଖାଏଁ ରହିଛନ୍ତି । ସେହିପରି କୋରାପୁଟରୁ 4, ଭଦ୍ରକ ଓ ଦେବଗଡରୁ 3ଜଣ ଲେଖାଏଁ ରହିଥିବାବେଳେ ଅନୁଗୁଳ ଓ ରାୟଗଡାରୁ ଜଣେ ଲେଖାଏଁ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ପୁଣି 5ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 61କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 5ଜଣଙ୍କ ମୁଣ୍ଡ ନେଇଛି କରୋନା । ଗଞ୍ଜାମରୁ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବର, ପୁରୀ ଓ କଟକରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଗଞ୍ଜାମରୁ ସର୍ବାଧିକ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।  ଗଞ୍ଜାମ ଜିଲ୍ଲାରେ ମୃତ୍ୟୁବରଣ କରିଥିବା ଦୁଇ ମୃତକଙ୍କ ବୟସ ଯଥାକ୍ରମେ 55 ଓ 72 ବର୍ଷ ବୋଲି ଜଣାପଡିଛି । ସେହିପରି ପୁରୀ ଜିଲ୍ଲାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 70 ବର୍ଷ ଥିବାବେଳେ  ସେ ଡାଇବେଟିସ୍‌ ଓ ହାଇପର୍ଟେନସନ୍‌ ପୀଡ଼ିତ ଥିଲେ । ସେହିପରି ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ 56 ବର୍ଷୀୟା ମହିଳା ବୋଲି ସୂଚନା ରହିଛି । ସେ ମଧ୍ୟ ଡାଇବେଟିସ୍‌ରେ ପୀଡ଼ିତ ଥିଲେ । କଟକରୁ ମୃତ୍ୟୁ ବରଣ କରିଥିବା ଆକାନ୍ତଙ୍କ ବୟସ 46 ବର୍ଷ ବୋଲି ଜଣାପଡିଛି ।

ଏବେ ସୁଦ୍ଧା ଗଞ୍ଜାମରୁ ସର୍ବାଧିକ 36ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ଭୁବନେଶ୍ବରରେ ମୃତକଙ୍କ ସଂଖ୍ୟା 8ରେ ପହଞ୍ଚିଛି । କଟକରେ ମୃତକଙ୍କ ସଂଖ୍ୟା 6ର ପହଞ୍ଚିଥିବାବେଳେ ପୁରୀ ଜିଲ୍ଲାରେ ଏହା 2କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 61କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା 18 ଜଣ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ସେହିପରି ଆଜି ଅନ୍ୟ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲାର ହୋଇଥିବାବେଳେ ସେ ବ୍ରେନ୍‌ ଟ୍ୟୁମରରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଜଗତସିଂହପୁର ଜିଲ୍ଲାରୁ 5 ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜଗତସିଂହପୁରରୁ 5 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ତଥ୍ୟ ଜାରି କରିଛନ୍ତି ଜିଲ୍ଲା ପ୍ରଶାସନ। ଆଜି ଚିହ୍ନଟ 5 ପଜିଟିଭ୍‌ଙ୍କ ମଧ୍ୟରେ ବାଲିକୁଦାରୁ 3 ଜଣ, ତିର୍ତ୍ତୋଲରୁ ଦୁଇଜଣ‌ ଚିହ୍ନଟ ହୋଇଛନ୍ତି। ସମସ୍ତ ପାଞ୍ଚ ପଜିଟିଭ୍‌ ପ୍ରବାସ ଫେରନ୍ତା ବୋଲି ସୂଚନା ରହିଛି। ସମସ୍ତ 5 ପଜିଟିଭ୍‌ ଟିଏମ୍‌ସିର ଚିହ୍ନଟ ହୋଇଛନ୍ତି।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 373ରେ ପହଞ୍ଚିଛି। ସେହିପରି 281 ଜଣ ସୁସ୍ଥ ହୋଇଥିବାବେଳେ ଏବେ ସୁଦ୍ଧା 92ଟି ସକ୍ରିୟ ମାମଲା ରହିଛି।

Image