ଆଜିର ଖବର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: କୋରେଇରେ ଟ୍ରେନ୍ ଦୁର୍ଘଟଣାରେ ତିନି ଜଣ ଯାତ୍ରୀଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ…