ଜାତୀୟ ଖବର କରୋନାଜନିତ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, ଜାଣନ୍ତୁ କେତେ ଟଙ୍କା ସହାୟତା ଦେବ କେନ୍ଦ୍ର ନୂଆଦିଲ୍ଲୀ: କରୋନାଜନିତ ମୃତ୍ୟୁ ପାଇଁ ସର୍ବନିମ୍ନ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ। ଏହି କ୍ଷତିପୂରଣ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଦ୍ୱାରା ସ୍ଥିର କରାଯାଇଛି।…