ଜାତୀୟ ଖବର ‘ରାମ ଭରସା’ : ଆହ୍ଲାବାଦ ହାଇକୋର୍ଟଙ୍କର ରାୟକୁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ, କହିଲେ ଏହା ପରାମର୍ଶ ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ଚିକିତ୍ସାଳୟଗୁଡିକରେ ଯେଉଁ ଚିକିତ୍ସା ଚାଲିଛି ତାହା ‘ରାମ ଭରସା’ ରେ ଚାଲିଛି। ଏକ ରାୟରେ ଏହିପରି କହିଥିଲେ ଆହ୍ଲାବାଦ…