ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ କରୋନା ଭାଇରସ ସଂକ୍ରମଣର ୭ ହଜାର ୫୩୩ ଟି ନୂଆ ମାମଲା ସାମ୍ନାକୁ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭାଇରସରୁ ୧୧ ହଜାର ୪୭ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ୪୭ ହଜାର ୨୪ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ସକାଳ ଆଠଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ବର୍ତ୍ତମାନ ଦେଶରେ ୫୩ ହଜାର ୮୫୨ ଜଣ ଲୋକ କରୋନା ଜୀବାଣୁ ସଂକ୍ରମଣରେ ଚିକିତ୍ସିତ ହେଉଛନ୍ତି।
Tag: କରୋନା ଅପଡେଟ୍
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୬୨୯ ନୂତନ କରୋନା ମାମଲା ଚିହ୍ନଟ ହୋଇଛି। ଏହା ସହିତ ଦେଶରେ ସକ୍ରିୟ ମାମଲା ୬୧ ହଜାର ୧୩ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୯୬୭ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ଜୀବାଣୁରୁ ମୁକ୍ତି ପାଇଥିବା ମୋଟ ଲୋକଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ୨୩ ହଜାର ୪୫ କୁ ବୃଦ୍ଧି ପାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧୨ ହାଜାର ୫୯୧ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। କିନ୍ତୁ ପୂର୍ବ ଗତକାଲି ୧୦ ହଜାର ୫୪୨ ନୂତନ ମାମଲା ପଞ୍ଜିକୃତ ହୋଇଥିଲା। ଏହି ପରିପ୍ରେକ୍ଷୀରେ, ଆଜି କରୋନାର ନୂତନ ମାମଲାରେ ବୃଦ୍ଧି ଘଟିଛି। କରୋନାର ବୃଦ୍ଧି ସଂକ୍ରମଣ ପୁଣି ଥରେ ମୁଣ୍ଡବିନ୍ଧା ବଢାଇ ଦେଇଛି।
ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୮୩୦ ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଦେଶରେ ସକ୍ରିୟ ମାମଲା ସଂଖ୍ୟା ହେଉଛି ୪୦ ହଜାର ୨୧୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୬୯୨ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା ୪ କୋଟି ୪୨ ଲକ୍ଷ ୪ ହଜାର ୭୭୧ ରେ ପହଞ୍ଚିଛି।
ଜାଣନ୍ତୁ ଏହି ମାସରେ କେଉଁ ଦିନ କେତେ ଆକ୍ରାନ୍ତ ଚିହ୍ନଟ:
ଏପ୍ରିଲ୍ ୧ ତାରିଖ: ୨୯୯୩ ମାମଲା
ଏପ୍ରିଲ୍ ୨ ତାରିଖ: ୩୮୨୩ ମାମଲା
ଏପ୍ରିଲ୍ ୩ ତାରିଖ: ୩୬୪୧ ମାମଲା
ଏପ୍ରିଲ୍ ୪ ତାରିଖ: ୩୦୩୮ ମାମଲା
ଏପ୍ରିଲ୍ ୫ ତାରିଖ: ୪୪୩୫ ମାମଲା
ଏପ୍ରିଲ୍ ୬ ତାରିଖ: ୫୩୩୫ ମାମଲା
ଏପ୍ରିଲ୍ ୭ ତାରିଖ: ୬୦୫୦ ମାମଲା
ଏପ୍ରିଲ୍ ୮ ତାରିଖ: ୬୧୫୫ ମାମଲା
ଏପ୍ରିଲ୍ ୯ ତାରିଖ: ୩୫୭ ମାମଲା
ଏପ୍ରିଲ୍ ୧୦ ତାରିଖ: ୫୮୮୦ ମାମଲା
ଏପ୍ରିଲ୍ ୧୧ ତାରିଖ: ୫୬୭୬ ମାମଲା।
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ପୁଣି ଥରେ ଦ୍ରୁତ ଗତିରେ ବଢୁଛି। ଗଟ ୨୪ ଘଣ୍ଟା ମଧ୍ୟରେ ଭାରତରେ ପ୍ରାୟ ୧୦ ପ୍ରତିଶତ ମାମଲା ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୮୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାପରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫ ହଜାର ୧୯୯କୁ ବୃଦ୍ଧି ହୋଇଛି।
କରୋନାକୁ ରୋକିବା ପାଇଁ ଦେଶରେ ଚାଲିଥିବା ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ ୨୨୦.୬୬ କୋଟି ଟିକା ଡୋଜ ଦିଆଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୮୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏହା ପରେ ଆରୋଗ୍ୟ ହୋଇଥିବା ଲୋକଙ୍କ ସଂଖ୍ୟା ୪,୪୧,୯୬,୩୧୮ କୁ ବୃଦ୍ଧି ପାଇଛି।
ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୩୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୫
ଦେବଗଡ ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୮
କୋରାପୁଟ ଜିଲ୍ଲାରୁ- ୧
ନୂଆପଡା ଜିଲ୍ଲାରୁ- ୨
ପୁରୀ ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୪
ସୁନ୍ଦରଗଡ ଜିଲ୍ଲାରୁ- ୧୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୬୫୪ ଏବଂ ବର୍ତ୍ତମାନ ୨୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
ଦେବଗଡ ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୧
ପୁରୀ ଜିଲ୍ଲାରୁ- ୪
ସମ୍ବଲପୁର ଜିଲ୍ଲାରୁ- ୧
ସୋନପୁର ଜିଲ୍ଲାରୁ- ୧
ସୁନ୍ଦରଗଡ ଜିଲ୍ଲାରୁ- ୨
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୬୨୧ ଏବଂ ବର୍ତ୍ତମାନ ୨୫୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬ ହଜାର ୮୦୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପୂର୍ବ ଦିନ ତୁଳନାରେ ଏହି ମାମଲାଗୁଡ଼ିକ ସାମାନ୍ୟ କମ୍ ଅଟେ। ତେବେ ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୪ ଲକ୍ଷ ୫୬ ହଜାର ୫୩୫ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ କରୋନା ସକ୍ରିୟ ମାମଲା ୫୫ ହଜାର ୧୧୪ କୁ ହ୍ରାସ ପାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ କରୋନା ସଂକ୍ରମଣ ଯୋଗୁଁ ଆଉ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ କରୋନା କାରଣରୁ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୨୭ ହଜାର ୯୯୧ କୁ ବୃଦ୍ଧି ପାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୫୯୧ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ମାମଲା ୪ କୋଟି ୪୪ ଲକ୍ଷ ୧୫ ହଜାର ୭୨୩ କୁ ବୃଦ୍ଧି ହୋଇଛି। ସେହିଭଳି ସକ୍ରିୟ ମାମଲା ସଂଖ୍ୟା ହେଉଛି ୮୪ ହଜାର ୯୩୧ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୨୦୬ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି, ଯାହାଫଳରେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୮ ଲକ୍ଷ ୨ ହଜାର ୯୯୩ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୫ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ମୋଟ ୫ ଲକ୍ଷ ୨୭ ହଜାର ୭୯୯ ଜଣଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦, ୨୫୬ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଯାହା ପରେ ମୋଟ କରୋନା ମାମଲା ୪ କୋଟି ୪୩ ଲକ୍ଷ ୮୯ ହଜାର ୧୭୯ କୁ ବୃଦ୍ଧି ପାଇଛି। ଅନ୍ୟ ପଟେ, ଯଦି ଆମେ ସକ୍ରିୟ ମାମଲା ବିଷୟରେ ଆଲୋଚନା କରିବା, ତେବେ ସେମାନଙ୍କ ସଂଖ୍ୟା ୯୦ ହଜାର ୭୦୭ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ ହଜାର ୫୨୮ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏପର୍ଯ୍ୟନ୍ତ ୪ କୋଟି ୩୭ ଲକ୍ଷ ୭୦ ହଜାର ୯୧୩ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୬୮ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ସମୁଦାୟ ୫ ଲକ୍ଷ ୨୭ ହଜାର ୫୫୬ ଜଣଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣର ନୂଆ ମାମଲା ବଢିବାରେ ଲାଗିଛି। ନୂତନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି। ନିରନ୍ତର ଟୀକାକରଣ ଏବଂ ପରୀକ୍ଷା ଅଭିଯାନ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ଯାହା ଦ୍ଵାରା କରୋନା ସଂକ୍ରମଣର ମୁକାବିଲା କରାଯାଇପାରିବ। ସର୍ବଶେଷ ଆକଳନକୁ ଦେଖିଲେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୪୦୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯେଉଁ କାରଣରୁ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୮୪ ରେ ପହଞ୍ଚିଛି।
ସେହିଭଳି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨୦ ହଜାର ୯୫୮ ଲୋକ କରୋନାକୁ ପରାସ୍ତ କରିଛନ୍ତି। ଯାହାଫଳରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୩୩ ଲକ୍ଷ ୩୦ ହଜାର ୪୪୨ରେ ପହଞ୍ଚିଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୦ ହଜାର ୪୪ ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଅବଧିରେ ୫୬ ଜଣଙ୍କର ମୃତ୍ୟୁ ହୋଇଛି। ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ ବର୍ତ୍ତମାନର ସକ୍ରିୟ ମାମଲା ୧ ଲକ୍ଷ ୪୦ ହଜାର ୭୬୦ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୦୧ ରୋଗୀ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ସମୁଦାୟ ୪ ଲକ୍ଷ ୧୭ ହଜାର ୮୯୫ କରୋନା ପରୀକ୍ଷା କରାଯାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୯୦୬ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୪ ଘଣ୍ଟା ମଧ୍ୟରେ କରୋନାରେ ୪୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସମୟ ମଧ୍ୟରେ ଦେଶରେ ୧୫ ଅଜାର ୪୪୭ ଜଣ ରୋଗୀ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଦେଶରେ ମୋଟ ୪ କୋଟି ୩୦ ଲକ୍ଷ ୧୧ ହଜାର ୮୭ ରୋଗୀ କୋଭିଡରେ ସଂକ୍ରମିତ ହେବା ପରେ ସୁସ୍ଥ ହୋଇଯାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।
ଭାରତରେ ଏପର୍ଯ୍ୟନ୍ତ ୪ କୋଟି ୩୬ ଲକ୍ଷ ୬୯ ହଜାର ୮୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ୧ ଲକ୍ଷ ୩୨ ହଜାର ୪୫୭ ସକ୍ରିୟ ମାମଲା ଅଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୫ ଲକ୍ଷ ୨୫ ହଜାର ୫୧୯ ଲୋକଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାର ୬୨୯ ରୋଗୀ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଦେଶରେ ମୋଟ ୪ କୋଟି ୨୯ ଲକ୍ଷ ୮୩ ହଜାର ୧୬୨ ରୋଗୀ ଦେଶରେ କୋଭିଡ ସଂକ୍ରମିତ ହେବା ପରେ ସୁସ୍ଥ ହୋଇଯାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୪ କୋଟି ୩୬ ଲକ୍ଷ ୨୨ ହଜାରରୁ ଅଧିକ କରୋନାରେ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ୧ ଲକ୍ଷ ୩୦ ହଜାର ୭୧୩ ସକ୍ରିୟ ମାମଲା ଅଛି, ଯାହା ମୋଟ ମାମଲାର ୦.୩୦ ପ୍ରତିଶତ ଅଟେ। ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରୁ ମୋଟ ୫ ଲକ୍ଷ ୨୫ ହଜାର ୪୨୮ ଜଣଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୨୫୭ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୨୪ ଘଣ୍ଟା ମଧ୍ୟରେ କରୋନାରେ ୪୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିଭଳି ଏହି ସମୟ ମଧ୍ୟରେ ଦେଶରେ ୧୪ ହଜାର ୫୫୩ ରୋଗୀ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ତେବେ ବର୍ତ୍ତମାନ ଦେଶରେ ମୋଟ ୪ କୋଟି ୨୯ ଲକ୍ଷ ୬୮ ହଜାର ୫୩୩ ରୋଗୀ କୋଭିଡରେ ସଂକ୍ରମିତ ହେବା ପରେ ସୁସ୍ଥ ହୋଇଯାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।
ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୪ କୋଟି ୩୬ ଲକ୍ଷ ୨୨ ହଜାର ୬୫୧ଜଣ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରୁ ମୋଟ ୫ ଲକ୍ଷ ୨୫ ହଜାର ୪୨୮ ଜଣଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ କରୋନା ଯୋଗୁଁ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ୧୯ ହଜାର ୯୫୮ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୫ ଲକ୍ଷ ୨ ହଜାର ୪୨୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିମଧ୍ୟରୁ ୪ କୋଟି ୨୮ ଲକ୍ଷ ୭୯ ହଜାର ୪୭୭ ରୋଗୀ ସୁସ୍ଥ ହୋଇଯାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।
ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ୨୯.୭ ପ୍ରତିଶତ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୮୧୯ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଯାହା ସହିତ ଦେଶରେ ସକ୍ରିୟ ମାମଲା ଏକ ଲକ୍ଷ ଅତିକ୍ରମ କରିଛି। ବର୍ତ୍ତମାନ ୧ ଲକ୍ଷ ୪ ହଜାର ୫୫୫ ଲୋକ କରୋନାରେ ପୀଡିତ ଅଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୩୯ ଜଣଙ୍କର ମୃତ୍ୟୁ ଘଟିଛି। ତେବେ କରୋନା କାରଣରୁ ଦେଶରେ ଏପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୨୫ ୧୧୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟରେ ୪ କୋଟି ୨୮ ଲକ୍ଷ ୨୨ ହଜାର ୪୯୩ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।
ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ୨୩ ପ୍ରତିଶତ ବୃଦ୍ଧି ହୋଇଛି ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୫୦୬ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଏହି ଅବଧିରେ କରୋନା ଯୋଗୁଁ ୩୦ ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି କରୋନା ମାମଲାରେ ୧୧ ହଜାର ୭୯୩ ମାମଲା ପଞ୍ଜିକୃତ ହୋଇଥିଲା। ଏଥି ସହିତ, ଆଜି କରୋନା ସଂକ୍ରମଣର ବୃଦ୍ଧି ଘଟିଛି।
ବର୍ତ୍ତମାନ ଦେଶରେ କରୋନା ସକ୍ରିୟ ମାମଲା ୯୯ ହଜାର ୬୦୨ ଅଟେ। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୫୭୪ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୪ ଲକ୍ଷ ୩୩ ହଜାର ୩୪୫ ଟି କରୋନା ମାମଲା ପଞ୍ଜିକୃତ ହୋଇଛି। କରୋନା ହେତୁ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୭୭ ରେ ପହଞ୍ଚିଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୭୮୧ ଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛିନ୍ତି। ଭାରତରେ ସକ୍ରିୟ ମାମଲା ବର୍ତ୍ତମାନ ୭୬ ହଜାର ୭୦୦ରେ ପହଞ୍ଚିଛି। ଏଥିସହ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୫୩୭ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ କରୋନାରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ୪ କୋଟି ୨୭ ଲକ୍ଷ ୭ ହଜାର ୯୦୦ କୁ ବୃଦ୍ଧି ପାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୫୧୮ ଟି କରୋନା ପଜିଟିଭ ରିପୋର୍ଟ ହୋଇଥିବା ବେଳେ ଦେଶରେ କୋଭିଡ-୧୯ ମାମଲାରେ ୫.୮ ପ୍ରତିଶତ ବୃଦ୍ଧି ଘଟିଛି। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଜୀବାଣୁ ଯୋଗୁଁ ୯ ଜଣଙ୍କର ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଦେଶରେ କରୋନା ରୋଗର ସକ୍ରିୟ ସଂଖ୍ୟା ହେଉଛି ୨୫ ହଜାର ୭୮୨। ଗତ ୨୪ ଘଣ୍ଟା ମଧ୍ୟରେ, ୨ ହଜାର ୭୭୯ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।
ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୨୬ ଲକ୍ଷ ୩୦ ହଜାର ୮୫୨ ଲୋକ କରୋନା ଜୀବାଣୁକୁ ପରାସ୍ତ କରିଛନ୍ତି। ଏହି ମାରାତ୍ମକ ଜୀବାଣୁ ଯୋଗୁଁ ଦେଶରେ ମୋଟ ୫ ଲକ୍ଷ ୨୪ ହଜାର ୭୦୧ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ଜୀବାଣୁରେ ମୋଟ ୪ କୋଟି ୩୧ ଲକ୍ଷ ୮୧ ହଜାର ୩୩୫ ମାମଲା ପଞ୍ଜିକୃତ ହୋଇଛି।
ଦେଶରେ କରୋନା ବିରୋଧରେ ଟୀକା ଅଭିଯାନ ମଧ୍ୟ ଦ୍ରୁତ ଗତିରେ ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୫୭ ହଜାର ୧୮୭ ଜଣ ଟିକା ଦେଇଛନ୍ତି ଏବଂ ଏପର୍ଯ୍ୟନ୍ତ ମୋଟ ୧୯୪ କୋଟି ୧୨ ଲକ୍ଷ ୮୭ ହଜାର ଟି ଟୀକା ଦୋଜ ଦିଆଯାଇଛି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାର ୪୧ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୪ କୋଟି ୩୧ ଲକ୍ଷ ୬୮ ହଜାର ୫୮୫ କୁ ବୃଦ୍ଧି ପାଇଛି। ଏହି ସମୟରେ ୨୧ ହଜାର ୧୭୭ ରେ ପହଞ୍ଚିଛି ସକ୍ରିୟ ମାମଲା ସଂଖ୍ୟା।
ଗତ ୨୪ ଘଣ୍ଟା ମଧ୍ୟରେ, ୨ ହଜାର ୩୬୩ ଜଣ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ମୋଟ ୪ କୋଟି ୨୬ ଲକ୍ଷ ୨୨ ହଜାର ୭୫୭ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଯୋଗୁଁ ୫ ଲକ୍ଷ ୨୪ ହଜାର ୬୫୧ ଜଣଙ୍କର ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ, କରୋନାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିଛି।