Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡରୁ ୨୬, ମୟୂରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ବରରୁ ୨୦, ଯାଜପୁରରୁ ୧୬, ନୂଆପଡ଼ାରୁ ୧୫, ପୁରୀରୁ ୧୩, ବଲାଙ୍ଗିରିରୁ ୧୧, କେନ୍ଦୁଝରରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଭଦ୍ରକରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧରୁ ୨, ଢେଙ୍କାନାଳରୁ ୨, ନୟାଗଡରୁ ୨, ଦେବଗଡ଼ରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୩୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୧୫ କୁ ବୃଦ୍ଧି ହୋଇଛି। ତେବେ ୨୬୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ବିଗତ ୨୪ ଘଣ୍ଟାରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ, ୩୩୩ ମୃତ

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୨୪ ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ହଜାର ୩୩୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୫ ହଜାର ୫୬୦ରେ ପହଞ୍ଚିଛି। ସେହିପରି ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୮୧୦ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୭୦୯ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୬ ଲକ୍ଷ ୬ ହଜାର ୧୧୧ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟି ୩ ଲକ୍ଷ ୩ ହଜାର ୬୩୯ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୯, ସୁନ୍ଦରଗଡରୁ ୩୬,  ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ବରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡ଼ାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗିରିରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡ଼ାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩ କୁ ବୃଦ୍ଧି ହୋଇଛି। ତେବେ ୨୬୯୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୦, ଅନୁଗୁଳରୁ ୪୮, ସୁନ୍ଦରଗଡରୁ ୪୩, ବାଲେଶ୍ବରରୁ ୨୩, କଟକରୁ ୨୩, ପୁରୀରୁ ୨୨, ବରଗଡରୁ ୧୯, ବଲାଙ୍ଗିରିରୁ ୧୯, କଳାହାଣ୍ଡିରୁ ୧୯, ମୟୂରଭଞ୍ଜରୁ ୧୮, ସମ୍ବଲପୁରରୁ ୧୪, ନୂଆପଡାରୁ ୧୧, ଝାରସୁଗୁଡାରୁ ୧୦, ଗଞ୍ଜାମରୁ ୯, ଯାଜପୁରରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡାରୁ ୫, ଢେଙ୍କାନାଳରୁ ୩, ବୌଦ୍ଧରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧, କୋରାପୁଟରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୫୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୪୭ କୁ ବୃଦ୍ଧି ହୋଇଛି। ତେବେ ୨୬୮୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୨୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୫୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୩, ସୁନ୍ଦରଗଡରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୂରଭଞ୍ଜରୁ ୨୩, ବରଗଡରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗିରିରୁ ୧୯, ପୁରୀରୁ ୧୮, ନୂଆପଡାରୁ ୧୬, ବାଲେଶ୍ବରରୁ ୧୫, କେନ୍ଦୁଝରରୁ ୧୩, ଝାରସୁଗୁଡାରୁ ୯, ଜଗତସିଂହପୁରରୁ ୮, ଯାଜପୁରରୁ ୭, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଗଞ୍ଜାମରୁ ୫, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୨, କୋରାପୁଟରୁ ୨, ନୟାଗଡରୁ ୧, ରାୟଗଡାରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୨୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୭୯୬ କୁ ବୃଦ୍ଧି ହୋଇଛି। ତେବେ ୨୭୧୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୯ ଜଣ ଚିହ୍ନଟ ହୋଇଥିବାବେଳେ ୧୪୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ ହଜାର ୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୧୫୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୦୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୩୨ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୫, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ, କଟକରୁ ୨୭ ଜଣ, ଦେଓଗଡରୁ ୨ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ,  କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୋନପୁରରୁ ଜଣେ  ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ୨୪ ଘଣ୍ଟାରେ ୨୭ ହଜାର ଆକ୍ରାନ୍ତ, ୩୩୫ ମୃତ

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୭୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୩୫ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ଘଣ୍ଟା ମଧ୍ୟରେ ୨୭ ହଜାର ୭୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ୮୪ ହଜାର ୧୦୦ରେ ପହଞ୍ଚିଛି। ୩୩୫ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୫୫ ରେ ପହଞ୍ଚିଛି।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୬୯୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୩ ଲକ୍ଷ ୮୮ ହଜାର ୧୫୯ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟି ୩ ଲକ୍ଷ ୫୨ ହଜାର ୫୮୬ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୭, ଖୋର୍ଦ୍ଧାରୁ ୫୩, ଅନୁଗୁଳରୁ ୨୭, ବଲାଙ୍ଗିରିରୁ ୨୩, ମୟୂରଭଞ୍ଜରୁ ୨୩, ନୂଆପଡାରୁ ୧୮, ବାଲେଶ୍ବରରୁ ୧୬, ଜଗତସିଂହପୁରରୁ ୧୫, କେନ୍ଦୁଝରରୁ ୧୫, ପୁରୀରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୧, କୋରାପୁଟରୁ ୧୦, ଭଦ୍ରକରୁ ୯, ଗଞ୍ଜାମରୁ ୯, ସମ୍ବଲପୁରରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୪, ନୟାଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୨, ଗଜପତିରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଓ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭ କୁ ବୃଦ୍ଧି ହୋଇଛି। ତେବେ ୨୮୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୦୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୫୮ ଜଣ କରୋନା ଆକ୍ରାନ୍ତ: ୩ ହଜାର ତଳକୁ ଖସିଲା ସକ୍ରିୟ ସଂଖ୍ୟା

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୪୮, ବଲାଙ୍ଗିରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡରୁ ୩୭, ମୟୂରଭଞ୍ଜରୁ ୩୫, କଟକରୁ ୨୪, ନୂଆପଡାରୁ ୨୪, ଜଗତସିଂହପୁରରୁ ୨୨, ଯାଜପୁରରୁ ୧୯, ପୁରୀରୁ ୧୯, ବାଲେଶ୍ବରରୁ ୧୪, କେନ୍ଦୁଝରରୁ ୧୪, ସମ୍ବଲପୁରରୁ ୧୪, କେନ୍ଦ୍ରାପଡାରୁ ୧୨, କୋରାପୁଟରୁ ୧୧, କଳାହାଣ୍ଡିରୁ ୮,  ମାଲକାନଗିରିରୁ ୮, ଭଦ୍ରକରୁ ୭, ଦେବଗଡରୁ ୭, ନବରଙ୍ଗପୁରରୁ ୭, ନୟାଗଡରୁ ୭, ଗଞ୍ଜାମରୁ ୬, ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୫, ବରଗଡରୁ ୩, ବୌଦ୍ଧରୁ ୩, ରାୟଗଡ଼ାରୁ ୨, ସୋନପୁରରୁ ୨, କନ୍ଧମାଳରୁ ୧ ଓ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୭ ହଜାର ୮୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୨ କୁ ବୃଦ୍ଧି ହୋଇଛି। ତେବେ ୨୯୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୭୯୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୮ ଜଣ ଚିହ୍ନଟ ହୋଇଥିବାବେଳେ ୧୫୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୯୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୬ ହଜାର ୪୪୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୨୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୭୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୩୪୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଦେବଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିହଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନଗିରି ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁର ୩, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୩୧ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୫ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୨୬ କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୩୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୫ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ଜାତୀୟ ଖବର

କରୋନା ଅପଡେଟ୍‌: ୨୪ ଘଣ୍ଟାରେ ୩୬ ହଜାର ୧୧ ନୂତନ ଆକ୍ରାନ୍ତ, ୪୮୨ ସୁସ୍ଥ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୬ ହଜାର ୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୨ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ କରୋନା ପଜିଟିଭ୍ ସଂଖ୍ୟା ୯୬ ଲକ୍ଷ ୪୪ ହଜାର ୨୨୨କୁ ବୃଦ୍ଧି ପାଇଛି। ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୧୮୨କୁ ଛୁଇଁଛି। ତେବେ ଦେଶରେ ସୁସ୍ଥ ହାର ବଢିଛି। ଆକ୍ଟିଭ୍‌ କେସ୍‌ କମୁଛି। ଦେଶରେ ଏବେ ସୁଦ୍ଧା ୯୧ ଲକ୍ଷ ୭୯୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ଦେଶରେ ଏବେ ସୁଦ୍ଧା ୪ ଲକ୍ଷ ୩ ହଜାର ୨୪୮ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୩ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୮ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୮୬୮କୁ ବୃଦ୍ଧି ହୋଇଛି।

ତେବେ ଆଜି ଭୁବନେଶ୍ବରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୨୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୨୩ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୪୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୪ ଜଣ ଚିହ୍ନଟ ହୋଇଥିବାବେଳେ ୧୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୮୦୩କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୪ ହଜାର ୬୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର  ୩୨୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୬୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍‌ ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ମୟୂରଭଞ୍ଜରୁ ସର୍ବାଧିକ ୭୦ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ବରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗୁଳରୁ ୪୦, ବଲାଙ୍ଗିରିରୁ ୪୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ ୩୧, ପୁରୀରୁ ୨୮, ବରଗଡରୁ ୨୧, ନୂଆପଡ଼ାରୁ ୧୮, ଯାଜପୁରରୁ ୨୧, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, କେନ୍ଦ୍ରାପଡାରୁ ୧୩, ସମ୍ବଲପୁରରୁ ୯, ଗଞ୍ଜାମରୁ ୮, କୋରାପୁଟରୁ ୭, ନବରଙ୍ଗପୁରରୁ ୭, ରାୟଗଡାରୁ ୭, ଢେଙ୍କାନାଳରୁ ୬, ସୋନପୁରରୁ ୬, ବୌଦ୍ଧରୁ ୫, ମାଲକାନଗିରିରୁ ୫, ଗଜପତିରୁ ୪, କନ୍ଧମାଳରୁ ୪, ଦେବଗଡ଼ରୁ ୩, ନୟାଗଡରୁ ୪ ଏବଂ ଏବଂ ଷ୍ଟେଟ୍ ପୁଲରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୪ ହଜାର ୬୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୩୯୪ ମଧ୍ୟରୁ ୩ ହଜାର ୯୧୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୬୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୨୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ଅନୁଗୁଳରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୬୫, ଖୋର୍ଦ୍ଧାରୁ ୬୦, ମୟୂରଭଞ୍ଜରୁ ୪୪, ନୂଆପଡାରୁ ୩୯, ଝାରସୁଗୁଡାରୁ ୩୬, ବଲାଙ୍ଗିରିରୁ ୩୧, କଟକରୁ ୨୯, ଜଗତସିଂହପୁରରୁ ୩୬, କେନ୍ଦୁଝରରୁ ୨୬, ବାଲେଶ୍ବରରୁ ୨୫, ଭଦ୍ରକରୁ ୨୦, ସମ୍ବଲପୁରରୁ ୧୯, ଗଞ୍ଜାମରୁ ୧୭, କେନ୍ଦ୍ରାପଡାରୁ ୧୭, ପୁରୀରୁ ୧୭, ବରଗଡରୁ ୧୪, ଯାଜପୁରରୁ ୧୪, କଳାହାଣ୍ଡିରୁ ୭, ନୟାଗଡରୁ ୭, ଢେଙ୍କାନାଳରୁ ୬, କୋରାପୁଟରୁ ୬, ଗଜପତିରୁ ୪, ନବରଙ୍ଗପୁରରୁ ୪, ରାୟଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୩, କନ୍ଧମାଳରୂ ୨, ସୋନପୁରରୁ ୧ ଏବଂ ଏବଂ ଷ୍ଟେଟ୍ ପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୪ ହଜାର ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୧୭ ମଧ୍ୟରୁ ୪ ହଜାର ୧୮୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୫୫ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ୨୪ ଘଣ୍ଟାରେ ୩୫ ହଜାର ୫୫୧ ନୂତନ ଆକ୍ରାନ୍ତ ଚିହ୍ନଟ, ୫୨୬ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪  ଘଣ୍ଟାରେ ୩୫ ହଜାର ୫୫୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୨୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୬୪୮ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ଦେଶରେ ୪ ଲକ୍ଷ ୨୨ ହଜାର ୯୪୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୮୯ ଲକ୍ଷ ୭୩ ହଜାର ୩୭୩ ଜଣ। ବିଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାର ୭୨୬ ଜଣ  ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ମୟୂରଭଞ୍ଜରୁ ସର୍ବାଧିକ ୫୬ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୫୫, ଖୋର୍ଦ୍ଧାରୁ ୫୪, ସୁନ୍ଦରଗଡରୁ ୪୬, ବଲାଙ୍ଗିରିରୁ ୪୨, ଜଗତସିଂହପୁରରୁ ୩୯, ବାଲେଶ୍ଵରରୁ ୩୮, କଟକରୁ ୩୮, କେନ୍ଦୁଝରରୁ ୩୭, ଝାରସୁଗୁଡାରୁ ୨୮, କେନ୍ଦ୍ରାପଡାରୁ ୨୬, ନୂଆପଡ଼ାରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୩, ବରଗଡରୁ ୧୭, ଯାଜପୁରରୁ ୧୭, ଢେଙ୍କାନାଳରୁ ୧୬, ଭଦ୍ରକରୁ ୧୫, କଳାହାଣ୍ଡିରୁ ୧୧, ମାଲକାନଗିରିରୁ ୮, ନବରଙ୍ଗପୁରରୁ ୮, ଦେବଗଡରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ରାୟଗଡାରୁ ୪, କନ୍ଧମାଳରୁ ୩, ନୟାଗଡରୁ ୩, ଗଜପତିରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ୍ ପୁଲରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୩ ହଜାର ୩୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୮୩ ମଧ୍ୟରୁ ୪ ହଜାର ୩୮୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୫୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ସୁସ୍ଥ ହେଲେ 41,985 ଜଣ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ 24 ଘଣ୍ଟା ମଧ୍ୟରେ ଦେଶରେ 31,118 ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ 41,985 ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ମୋଟ 88,89,585 ଜଣ ସୁସ୍ଥ ହୋଇଥିବା ବେଳେ ସୁସ୍ଥତା ହାର 93.94% ରହିଛି। ଭାରତରେ ସକ୍ରିୟ କରୋନା ମାମଲା ଆଜି 4,35,603କୁ ହ୍ରାସ ପାଇଛି, ଯାହାକି 5 ଲକ୍ଷରୁ କମ୍।

ଦୈନିକ କରୋନାରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ନୂଆ ପଜିଟିଭ୍ ମାମଲା ତୁଳନାରେ ଅଧିକ ରହୁଥିବାରୁ ସକ୍ରିୟ ମାମଲା ହ୍ରାସ ପାଇବାରେ ଲାଗିଛି। ଗତ 24 ଘଣ୍ଟା ମଧ୍ୟରେ ସକ୍ରିୟ ମାମଲାରେ 11,349 ହ୍ରାସ ପାଇଛି।

କେରଳରୁ ଗୋଟିଏ ଦିନରେ ସର୍ବାଧିକ 6,055 ଜଣ ସୁସ୍ଥ ହୋଇଛନ୍ତି। ଏହା ପଛକୁ ଦିଲ୍ଲୀରେ 5,824 ଜଣ ସୁସ୍ଥ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୮୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସୁନ୍ଦରଗଡରୁ ସର୍ବାଧିକ ୮୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୧, ବାଲେଶ୍ଵରରୁ ୬୧, ମୟୂରଭଞ୍ଜରୁ୫୩, କେନ୍ଦୁଝରରୁ ୫୧, ନୂଆପଡ଼ାରୁ ୫୧, କଟକରୁ ୪୭, ଜଗତସିଂହପୁରରୁ ୪୪, ସମ୍ବଲପୁରରୁ ୪୦, କେନ୍ଦ୍ରାପଡାରୁ ୩୮, ଅନୁଗୁଳରୁ ୩୪, ବରଗଡରୁ ୩୦, ବଲାଙ୍ଗିରିରୁ ୨୭, ଝାରସୁଗୁଡାରୁ ୨୧, ପୁରୀରୁ ୨୦, ଯାଜପୁରରୁ ୧୭, କଳାହାଣ୍ଡିରୁ ୧୩, ଢେଙ୍କାନାଳରୁ ୧୨, ନବରଙ୍ଗପୁରରୁ ୯, ନୟାଗଡରୁ ୯, ରାୟଗଡାରୁ ୯, ମାଲକାନଗିରିରୁ ୮, ଭଦ୍ରକରୁ ୭, ଗଞ୍ଜାମରୁ ୬, ବୌଦ୍ଧରୁ ୫, କନ୍ଧମାଳରୁ ୫, କୋରାପୁଟରୁ ୫, ଦେବଗଡରୁ ୪, ଗଜପତି ୩, ସୋନପୁରରୁ ୧ ଓ ଷ୍ଟେଟ୍ ପୁଲରୁ ୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୨ ହଜାର ୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୭୨୫ ମଧ୍ୟରୁ ୪ ହଜାର ୮୬୮ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୩୯ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୪୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୪୧ ଜଣ ଚିହ୍ନଟ ହୋଇଥିବାବେଳେ ୧୭୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ହଜାର ୭୨୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୧ ହଜାର ୨୫୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୭୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୩୪ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୪୧୮ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୪, ବାଲେଶ୍ଵରରୁ ୧୯, ବରଗଡରୁ ୭, ଭଦ୍ରକରୁ ୪, ବଲାଙ୍ଗିରରୁ ୧୫, କଟକରୁ ୨୫, ଦେବଗଡରୁ ୨, ଢେଙ୍କାନାଳରୁ ୭,  ଗଞ୍ଜାମରୁ ୭, ଜଗତସିଂହପୁରରୁ ୧୬, ଯାଜପୁରରୁ ୨୦, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୨, କେନ୍ଦ୍ରାପଡାରୁ ୧୯, କେଉଁଝରରୁ ୧୯, ଖୋର୍ଦ୍ଧାରୁ ୨୩, କୋରାପୁଟରୁ ୯, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩୨, ନବରଙ୍ଗପୁରରୁ ୩, ନୂଆପଡାରୁ ୨୩,  ପୁରୀରୁ ୧୩, ରାୟଗଡାରୁ ୧୭,  ସମ୍ବଲପୁରରୁ ୧୭,ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୫ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।