Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୭, କଟକରୁ ୫୩, ବାଲେଶ୍ବରରୁ ୪୭, ମୟୂରଭଞ୍ଜରୁ ୩୧, ଯାଜପୁରରୁ ୨୮, ଜଗତସିଂହପୁରରୁ ୨୩, ପୁରୀରୁ ୨୧, ଢେଙ୍କାନାଳରୁ ୧୬, ସମ୍ବଲପୁରରୁ ୧୧, ଅନୁଗୁଳରୁ ୭, ବଲାଙ୍ଗୀରିରୁ ୬, ଗଞ୍ଜାମରୁ ୪, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ରାୟଗଡାରୁ ୪, ଦେବଗଡରୁ ୩, କୋରାପୁଟରୁ ୩, ସୁନ୍ଦରଗଡରୁ ୩, ବରଗଡରୁ ୨, କନ୍ଧମାଳରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

 ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୮୨ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୫ ଟି ଲୋକାଲ କେସ୍‌ ରହିଛ। ୫୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୫୯୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୨ ଜଣ, କଟକ ଜିଲ୍ଲାରୁ ୪୬, ବାଲେଶ୍ଵର ଜିଲ୍ଲାରୁ ୧୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୭ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୨, କଟକରୁ ୭୦, ବାଲେଶ୍ଵରରୁ ୩୮, ଯାଜପୁରରୁ ୨୨, ଜଗତସିଂହପୁରରୁ ୧୮, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୧, ସମ୍ବଲପୁରରୁ ୧୧, ଭଦ୍ରକରୁ ୭, ପୁରୀରୁ ୬, ଗଞ୍ଜାମରୁ ୫, ସୁନ୍ଦରଗଡରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ବଲାଙ୍ଗୀରିରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କନ୍ଧମାଳରୁ ୨, ରାୟଗଡାରୁ ୨, ବରଗଡରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୯୩ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଟି ଲୋକାଲ କେସ୍‌ ରହିଛ। ୫୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୧୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୬୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୦ ଜଣ, କଟକ ଜିଲ୍ଲାରୁ ୮୪, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୨୩ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୮୩୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୭୧ ହଜାର ୮୮୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୫୩୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୧ ଲକ୍ଷ ୭୫ ହଜାର ୬୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୪୬ ହଜାର ୬୮୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୩, କଟକରୁ ୭୧, ମୟୂରଭଞ୍ଜରୁ ୩୭, ଯାଜପୁରରୁ ୩୬, ଜଗତସିଂହପୁରରୁ ୨୭, ବାଲେଶ୍ବରରୁ ୨୪, ସୁନ୍ଦରଗଡରୁ ୧୩, ଢେଙ୍କାନାଳରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୦, ନୟାଗଡରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ପୁରୀରୁ ୭, ରାୟଗଡାରୁ ୬, ଦେବଗଡରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, କୋରାପୁଟରୁ ୩, ସମ୍ବଲପୁରରୁ ୩, ବରଗଡରୁ ୨, କନ୍ଧମାଳରୁ ୨, ନୂଆପଡାରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୩୭୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୬୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୩୪୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୫୩ ହଜାର ୪୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୨୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୧ ଲକ୍ଷ ୫୦ ହଜାର ୮୮୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୫୨ ହଜାର ୯୦୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୪୫୩ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌ ରହିଛ। ୪୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୧ ଜଣ, କଟକ ଜିଲ୍ଲାରୁ ୫୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୭୧, କଟକରୁ ୬୪, ଜଗତସିଂହପୁରରୁ ୨୯, ମୟୂରଭଞ୍ଜରୁ ୨୫, ବାଲେଶ୍ବରରୁ ୨୩, ପୁରୀରୁ ୧୭, ଯାଜପୁରରୁ ୧୬, ଭଦ୍ରକରୁ ୧୨, ନୟାଗଡରୁ ୧୦, ଅନୁଗୁଳରୁ ୭, ବଲାଙ୍ଗୀରିରୁ ୭, ସମ୍ବଲପୁରରୁ ୭, ଗଞ୍ଜାମରୁ ୫,  କେନ୍ଦ୍ରାପଡାରୁ ୫, ମାଲକାନଗିରିରୁ ୪, ସୁନ୍ଦରଗଡରୁ ୪, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ନବରଙ୍ଗପୁରରୁ ୩, ସୋନପୁରରୁ ୩, କନ୍ଧମାଳରୁ ୨, କୋରାପୁଟରୁ ୨, ଦେବଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୪୦୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୯ ଟି ଲୋକାଲ କେସ୍‌ ରହିଛ। ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୮ ଟି ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୬୭ ଜଣ, କଟକ ଜିଲ୍ଲାରୁ ୬୩, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୧୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୯, କଟକରୁ ୮୫, ବାଲେଶ୍ବରରୁ ୩୪, ଜଗତସିଂହପୁରରୁ ୨୮, ମୟୂରଭଞ୍ଜରୁ ୧୯, ସମ୍ବଲପୁରରୁ ୧୯, ଯାଜପୁରରୁ ୧୬, ପୁରୀରୁ ୧୩, କେନ୍ଦ୍ରାପଡାରୁ ୧୧, ଢେଙ୍କାନାଳରୁ ୯, ରାୟଗଡାରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ଝାରସୁଗୁଡାରୁ ୭, ନୟାଗଡରୁ ୭, କେନ୍ଦୁଝରରୁ ୬, ସୁନ୍ଦରଗଡରୁ ୪, ଦେବଗଡରୁ ୨, ଗଞ୍ଜାମରୁ ୩, ବରଗଡରୁ ୨, ବଲାଙ୍ଗୀରିରୁ ୨, କୋରାପୁଟରୁ ୨, କଳାହାଣ୍ଡିରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୭୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୪୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୧୩ ହଜାର ୯୦୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୮୧୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୯୪ ହଜାର ୫୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୦ ହଜାର ୫୫୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୫୨୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୬୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୭୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୪୧, ବାଲେଶ୍ବରରୁ ୨୯, ଜଗତସିଂହପୁରରୁ ୨୮, ସମ୍ବଲପୁରରୁ ୨୩, ଯାଜପୁରରୁ ୧୯, ଅନୁଗୁଳରୁ ୧୩, ମୟୂରଭଞ୍ଜରୁ ୧୩, ପୁରୀରୁ ୧୨, ଭଦ୍ରକରୁ ୧୦, ସୁନ୍ଦରଗଡରୁ ୧୦, ଢେଙ୍କାନାଳରୁ ୫, ସୋନପୁରରୁ ୫, ଗଞ୍ଜାମରୁ ୩, ନୟାଗଡରୁ ୩, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧,  ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୪ ହଜାର ୪୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୫ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୯୧ ହଜାର ୬୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୫୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୬୮ ହଜାର ୫୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୩ ହଜାର ୮୮୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୮୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କ୍ରମାଗତ ଦ୍ଵିତୀୟ ଦିନରେ ୫୦୦ରୁ କମ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୭ଟି ଲୋକାଲ କେସ୍‌ ରହିଛ। ୪୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୮୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୪୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୧୧ ଜଣ, କଟକ ଜିଲ୍ଲାରୁ ୫୭, ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨, ଗଜପତି ଜିଲ୍ଲାରୁ ୧୬, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।