Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୯୪  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୯, କଟକରୁ ୮୩, ବାଲେଶ୍ବରରୁ ୧୮, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୮, ପୁରୀରୁ ୧୮, ନୟାଗଡରୁ ୧୦, ଭଦ୍ରକରୁ ୯, କେନ୍ଦ୍ରାପଡାରୁ ୯, ସୁନ୍ଦରଗଡରୁ ୮, ମୟୂରଭଞ୍ଜରୁ ୭, ରାୟଗଡାରୁ ୭, ଝାରସୁଗୁଡାରୁ ୬, ସମ୍ବଲପୁରରୁ ୬, ଗଞ୍ଜାମରୁ ୫, ବରଗଡରୁ ୪, ଢେଙ୍କାନାଳରୁ ୪, କୋରାପୁଟରୁ ୪, ଦେବଗଡରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୫୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୩୯ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଟି ଲୋକାଲ କେସ୍‌ ରହିଛ। ୫୩୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୪ ଜଣ, କଟକ ଜିଲ୍ଲାରୁ ୪୮, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧୨ ଜଣ, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁର ଜିଲ୍ଲାରୁ ୧୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୦, କଟକରୁ ୩୮, ବାଲେଶ୍ବରରୁ ୨୬, ଯାଜପୁରରୁ ୨୦, ମୟୂରଭଞ୍ଜରୁ ୧୯, ଜଗତସିଂହପୁରରୁ ୧୩, କେନ୍ଦ୍ରାପଡାରୁ ୧୦, ଝାରସୁଗୁଡାରୁ ୯, ରାୟଗଡାରୁ ୮, ଅନୁଗୁଳରୁ ୭, ଢେଙ୍କାନାଳରୁ ୬, ପୁରୀରୁ ୬, ସୁନ୍ଦରଗଡରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ନୟାଗଡରୁ ୪, ବରଗଡରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ନବରଙ୍ଗପୁରରୁ ୨, ବଲାଙ୍ଗୀରିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୪୪ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୯ ଟି ଲୋକାଲ କେସ୍‌ ରହିଛ। ୬୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୬୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୩ ଜଣ, କଟକ ଜିଲ୍ଲାରୁ ୭୭, ଅନୁଗୁଳ ଜିଲ୍ଲାରୁ ୧୪, ବାଲେଶ୍ଵର ଜିଲ୍ଲାରୁ ୩୪ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲରୁ ୫, ଦେବଗଡ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୨୮ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ, ନୟାଗଡ ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୨୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୩ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୪୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୨, କଟକରୁ ୫୫, ବାଲେଶ୍ବରରୁ ୩୭, ଯାଜପୁରରୁ ୨୨, ମୟୂରଭଞ୍ଜରୁ ୧୮, ପୁରୀରୁ ୧୪, ଢେଙ୍କାନାଳ ଜିଲ୍ଲାରୁ ୧୨, ଜଗତସିଂହପୁରରୁ ୧୨, ନୟାଗଡ ଜିଲ୍ଲାରୁ ୬, ଭଦ୍ରକ ଜିଲ୍ଲାରୁ ୫, ରାୟଗଡା ଜିଲ୍ଲାରୁ ୪, ଅନୁଗୁଳ ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ସମ୍ବଲପୁରରୁ ୩, ବରଗଡରୁ ୨, କେନ୍ଦ୍ରାପଡାରୁ ୨, ନବରଙ୍ଗପୁରରୁ ୨, ବଲାଙ୍ଗୀରିରୁ ୧, ବୌଦ୍ଧରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୧, ସୁନ୍ଦରଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ  ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କେନ୍ଦ୍ରପଡା, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୨୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୭୩୪ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୦ ଟି ଲୋକାଲ କେସ୍‌ ରହିଛ। ୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୦୧ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୨୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୪୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୩୫ ଜଣ, କଟକ ଜିଲ୍ଲାରୁ ୯୧, ଅନୁଗୁଳ ଜିଲ୍ଲାରୁ ୧୩, ବାଲେଶ୍ଵର ଜିଲ୍ଲାରୁ ୩୦ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୩୨ ଜଣ, ଯାଜପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୭, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୩ ଏବଂ ଷ୍ଟେଟ ପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୩୬, କଟକରୁ ୭୭, ଯାଜପୁରରୁ ୩୦, ସୁନ୍ଦରଗଡରୁ ୨୫, ଜଗତସିଂହପୁରରୁ ୨୩, ବାଲେଶ୍ବରରୁ ୨୨, ମୟୂରଭଞ୍ଜରୁ ୨୨, ପୁରୀରୁ ୧୮, ଭଦ୍ରକରୁ ୧୦, ନୟାଗଡରୁ ୭, କେନ୍ଦ୍ରାପଡାରୁ ୬, ମାଲକାନଗିରିରୁ ୫, ଦେବଗଡରୁ ୪, ନୂଆପଡାରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ଅନୁଗୁଳରୁ ୧, ଝାରସୁଗୁଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୮ ହଜାର ୨୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୯୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୪୬ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୪୬ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୪୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, ବାଲେଶ୍ଵର, କଟକ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୭ ହଜାର ୬୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୪୬ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୬୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୪ ଟି ଲୋକାଲ କେସ୍‌ ରହିଛ। ୪୬୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୭ ହଜାର ୬୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୩୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୧ ଜଣ, କଟକ ଜିଲ୍ଲାରୁ ୩୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ୨, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୬ ଏବଂ ଷ୍ଟେଟ ପୁଲରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୧୦ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୩ ଟି ଲୋକାଲ କେସ୍‌ ରହିଛ। ୫୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୯ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୭୫୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୭ ହଜାର ୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୯୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୯୭ ଜଣ, କଟକ ଜିଲ୍ଲାରୁ ୭୮, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ଭଦ୍ରକ ଜିଲ୍ଲାରୁ ୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୭, ଗଞ୍ଜାମ ଜିଲ୍ଲାରୁ ୧୨, ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁର ଜିଲ୍ଲାରୁ ୨୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୮, କଳାହାଣ୍ଡି ୧, କନ୍ଧମାଳ ଜିଲ୍ଲାରୁ ୪, କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨୦ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୩ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୪୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୯୬, କଟକରୁ ୧୧୨, ବାଲେଶ୍ଵରରୁ ୪୧, ଯାଜପୁରରୁ ୨୬, କେନ୍ଦ୍ରାପଡାରୁ ୨୪, ସୁନ୍ଦରଗଡରୁ ୨୪, ମୟୂରଭଞ୍ଜରୁ ୨୦, ନୟାଗଡରୁ ୧୯, ଜଗତସିଂହପୁରରୁ ୧୭, ଭଦ୍ରକରୁ ୧୫, ପୁରୀରୁ ୧୫, ବରଗଡରୁ ୧୧, ସମ୍ବଲପୁରରୁ ୧୦, ଢେଙ୍କାନାଳରୁ ୬, ରାୟଗଡାରୁ ୬, ଅନୁଗୁଳରୁ ୫, କେନ୍ଦୁଝରରୁ ୫, ଝାରସୁଗୁଡାରୁ ୪, କନ୍ଧମାଳରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ନୂଆପଡାରୁ ୨, ନୂଆପଡାରୁ ୨, ଦେବଗଡରୁ ୧, ସୋନପୁରରୁ ୧  ଏବଂ ଷ୍ଟେଟ ପୁଲରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୭ ହଜାର ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୩ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଟି ଲୋକାଲ କେସ୍‌ ରହିଛ। ୬୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୬ ହଜାର ୩୨୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୬୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୨ ଜଣ, କଟକ ଜିଲ୍ଲାରୁ ୭୪, ଅନୁଗୁଳ ଜିଲ୍ଲାରୁ ୧୩, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୭, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୧୨, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୫, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୨, କଟକରୁ ୧୧୪, ଯାଜପୁରରୁ ୩୩, ମୟୂରଭଞ୍ଜରୁ ୩୧, ଜଗତସିଂହପୁରରୁ ୨୪, ବାଲେଶ୍ଵରରୁ ୧୭, ପୁରୀରୁ ୧୭, ଭଦ୍ରକରୁ ୧୪, ଢେଙ୍କାନାଳରୁ ୧୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୩, ବୌଦ୍ଧରୁ ୧୨, ନୟାଗଡରୁ ୧୧, କେନ୍ଦ୍ରାପଡାରୁ ୮, କୋରାପୁଟରୁ ୬, ଅନୁଗୁଳରୁ ୫, ଦେବଗଡରୁ ୫, ଗଞ୍ଜାମରୁ ୫, କେନ୍ଦୁଝରରୁ ୪, ବରଗଡରୁ ୩, ଝାରସୁଗୁଡାରୁ ୨, ନବରଙ୍ଗପୁରରୁ ୨, ରାୟଗଡାରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୬ ହଜାର ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୯୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୯୪ ଟି ଲୋକାଲ କେସ୍‌ ରହିଛ। ୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫ ହଜାର ୫୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୨୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୬୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, କଟକ ଜିଲ୍ଲାରୁ ୯୦, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୩୦ ଜଣ, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୩୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ୨, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରିରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁରରୁ ୧, ନୟାଗଡ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୮, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୫, କଟକରୁ ୬୮, ବାଲେଶ୍ଵରରୁ ୩୩, ସୁନ୍ଦରଗଡରୁ ୨୬, ଜଗତସିଂହପୁରରୁ ୨୩, ପୁରୀରୁ ୨୧, ଯାଜପୁରରୁ ୧୯, ମୟୂରଭଞ୍ଜରୁ ୧୯, କେନ୍ଦ୍ରାପଡାରୁ ୧୮, ବରଗଡରୁ ୧୩, କୋରାପୁଟରୁ ୧୨, ସମ୍ବଲପୁରରୁ ୧୦, ଢେଙ୍କାନାଳରୁ ୯, ନୟାଗଡରୁ ୯, କେନ୍ଦୁଝରରୁ ୮, ଝାରସୁଗୁଡାରୁ ୭, ଦେବଗଡରୁ ୬, ଭଦ୍ରକରୁ ୫, ଅନୁଗୁଳରୁ ୪, ନବରଙ୍ଗପୁରରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୩, ନୂଆପଡାରୁ ୩, ସୋନପୁରରୁ ୩, ବଲାଙ୍ଗୀରିରୁ ୨, ମାଲକାନଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫ ହଜାର ୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୮୭ ଜଣ। ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଟି ଲୋକାଲ କେସ୍‌ ରହିଛ। ୬୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪ ହଜାର ୮୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୧୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୧ ଜଣ, କଟକ ଜିଲ୍ଲାରୁ ୭୨, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୭, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୫, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୧୬, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୨୩ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୮୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୦, କଟକରୁ ୧୧୧, ବାଲେଶ୍ଵରରୁ ୩୧, ଯାଜପୁରରୁ ୩୧, ମୟୂରଭଞ୍ଜରୁ ୨୯, ଜଗତସିଂହପୁରରୁ ୨୪, ସମ୍ବଲପୁରରୁ ୧୭, ପୁରୀରୁ ୧୬, ସୁନ୍ଦରଗଡରୁ ୧୫, ଭଦ୍ରକରୁ ୧୪, କେନ୍ଦ୍ରାପଡାରୁ ୧୪, ରାୟଗଡାରୁ ୧୨, ଅନୁଗୁଳରୁ ୯, ଢେଙ୍କାନାଳରୁ ୯, କେନ୍ଦୁଝରରୁ ୮, ବରଗଡରୁ ୭, କୋରାପୁଟରୁ ୬, ନବରଙ୍ଗପୁରରୁ ୫, ଦେବଗଡରୁ ୪, ଝାରସୁଗୁଡାରୁ ୪, ଗଞ୍ଜାମରୁ ୩, ବଲାଙ୍ଗୀରିରୁ ୨, ମାଲକାନଗିରିରୁ ୨, ନୟାଗଡରୁ ୨, ସୋନପୁରରୁ ୨, କନ୍ଧମାଳରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୮୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୨୯୮ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୬୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୧୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୧, କଟକରୁ ୮୬, ବାଲେଶ୍ଵରରୁ ୩୦, ଯାଜପୁରରୁ ୩୦, ମୟୂରଭଞ୍ଜରୁ ୨୨, କେନ୍ଦ୍ରାପଡାରୁ ୨୧, ଜଗତସିଂହପୁରରୁ ୨୦, ପୁରୀରୁ ୧୮, ଭଦ୍ରକରୁ ୧୬, ଢେଙ୍କାନାଳରୁ ୧୦, ବରଗଡରୁ ୯, ସୁନ୍ଦରଗଡରୁ ୯, ରାୟଗଡାରୁ ୮, କେନ୍ଦୁଝରରୁ ୭, ସମ୍ବଲପୁରରୁ ୭, ଅନୁଗୁଳରୁ ୫, ବୌଦ୍ଧରୁ ୪, ଗଞ୍ଜାମରୁ ୪, ଗଜପତିରୁ ୩, କୋରାପୁଟରୁ ୩, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନଗିରିରୁ ୨, ନୟାଗଡରୁ ୨, ନୂଆପଡାରୁ ୨, ସୋନପୁରରୁ ୨, ଦେବଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୧୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତନ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି ହୋଇଛି।