Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ  କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୬୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬, ବାଲେଶ୍ବରରୁ ୫, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ସୁନ୍ଦରଗଡରୁ ୫, ଝାରସୁଗୁଡାରୁ ୩, ପୁରୀରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୧, ଅନୁଗୁଳରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୟାଗଡରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଦୁଇ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ବରଗଡରୁ ୧, ବରଗଡରୁ ୧, ଭଦ୍ରକରୁ ୧, ଗଞ୍ଜାମରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୨ କୁ ବୃଦ୍ଧି ହୋଇଛି। ତେବେ ୫୬୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତ ଜଣଙ୍କ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୫, କଟକରୁ ୧୩, ସୁନ୍ଦରଗଡରୁ ୧୧, ଅନୁଗୁଳରୁ ୮, ପୁରୀରୁ ୬, ବରଗଡରୁ ୫, ଭଦ୍ରକରୁ ୫, କେନ୍ଦୁଝରରୁ ୫, ନୂଆପଡାରୁ ୫, ଦେବଗଡରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, କନ୍ଧମାଳରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୬୦୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୪୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ: ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟଛି। ଏହି ମୃତକଙ୍କ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି। ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣଙ୍କ ମୟୂରଭଞ୍ଜ ଜିଲ୍ଲାର ବୋଲି ସୂଚନା ଦେଇଛି। ସେ ଜଣେ ପୁରୁଷ ଏବଂ ତାଙ୍କର ବୟସ ୫୦ ବର୍ଷ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୧, ଯାଜପୁରରୁ ୭, ବାଲେଶ୍ବରରୁ ୬, ବରଗଡରୁ ୬, କେନ୍ଦୁଝରରୁ ୬, ପୁରୀରୁ ୬, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, କଟକରୁ ୪, ବୌଦ୍ଧରୁ ୩, ବଲାଙ୍ଗୀରିରୁ ୨, ଜଗତସିଂହପୁରରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୨, ଅନୁଗୁଳରୁ ୧, ଭଦ୍ରକରୁ ୧, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଝାରସୁଗୁଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୯୭ କୁ ବୃଦ୍ଧି ହୋଇଛି। ତେବେ ୬୪୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ସୁସ୍ଥ ହେଲେ ୧୦ ଜଣ ଆକ୍ରାନ୍ତ: ୧୦୦ ତଳକୁ ଖସିଲା ସକ୍ରିୟ ସଂଖ୍ୟା

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୫ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ପୁରୀ ଜିଲ୍ଲାରୁ ୧୩, ବରଗଡ ଜିଲ୍ଲାରୁ ୧, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, କଟକ ଜିଲ୍ଲାରୁ ୨, ଯାଜପୁର ଜ୍ଜିଲ୍ଲାରୁ ୧, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୯ ଜଣ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ପୁରୀରୁ ୧୧, ସମ୍ବଲପୁରରୁ ୯, ବରଗଡରୁ ୬, କଟକରୁ ୬, ଯାଜପୁରରୁ ୬, ଖୋର୍ଦ୍ଧାରୁ ୫, ବଲାଙ୍ଗୀରିରୁ ୪, ମୟୂରଭଞ୍ଜରୁ ୪, ବାଲେଶ୍ବରରୁ ୩, ଅନୁଗୁଳରୁ ୨, ଦେବଗଡ଼ରୁ ୨, ଝାରସୁଗୁଡାରୁ ୨, ନୂଆପଡାରୁ ୨, ରାୟଗଡ଼ାରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଛି। ତେବେ ୫୭୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩  କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୫୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୪୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଯାଜପୁର ଜ୍ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୪, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪ ଜଣଙ୍କ ଆକ୍ରାନ୍ତ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୬, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ପୁରୀରୁ ୮, କଟକରୁ ୬, ଯାଜପୁରରୁ ୬, ସମ୍ବଲପୁରରୁ ୬, ବଲାଙ୍ଗୀରିରୁ ୫, ମୟୂରଭଞ୍ଜରୁ ୪, ଦେବଗଡ଼ରୁ ୩, ଗଜପତିରୁ ୩, ଝାରସୁଗୁଡ଼ାରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ରାୟଗଡ଼ାରୁ ୨, ନୂଆପଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୪୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ କୁ ବୃଦ୍ଧି ହୋଇଛି। ତେବେ ୬୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୧, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୬, ବରଗଡରୁ ୬, କଟକରୁ ୬, ଅନୁଗୁଳରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତିରୁ ୩, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ନୂଆପଡ଼ାରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଛି। ତେବେ ୭୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।