Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୫, ନୂଆପଡାରୁ ୧୪, ଅନୁଗୁଳରୁ ୧୩, ପୁରୀରୁ ୧୩, ସମ୍ବଲପୁରରୁ ୧୨, ବରଗଡରୁ ୧୦, ବାଲେଶ୍ବରରୁ ୭, ଯାଜପୁରରୁ ୭, ଝାରସୁଗୁଡାରୁ ୬, ସୋନପୁରରୁ ୬, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୪, କଟକରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୨୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୯, ପୁରୀରୁ ୧୯, ସମ୍ବଲପୁରରୁ ୧୯, ନୂଆପଡାରୁ ୧୮, ବରଗଡରୁ ୧୫, କଟକରୁ ୧୪, ବାଲେଶ୍ବରରୁ ୧୧, ଖୋର୍ଦ୍ଧାରୁ ୧୧, ଯାଜପୁରରୁ ୭, ଝାରସୁଗୁଡାରୁ ୪, କୋରାପୁଟରୁ ୪, ବଲାଙ୍ଗୀରିରୁ ୩, କେନ୍ଦ୍ରାପଡାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୩, ନବରଙ୍ଗପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କେନ୍ଦୁଝରରୁ ୧, ମାଲକାନାଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩୦୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଝାରସୁଗୁଡାରୁ ୩୩, ବରଗଡରୁ ୨୨, ସମ୍ବଲପୁରରୁ ୨୨, ସୁନ୍ଦରଗଡରୁ ୨୨, ପୁରୀରୁ ୧୪, ନୂଆପଡ଼ାରୁ ୧୩, ଖୋର୍ଦ୍ଧାରୁ ୧୦, କଟକରୁ ୮, ଯାଜପୁରରୁ ୮, ବାଲେଶ୍ବରରୁ ୭, କୋରାପୁଟରୁ ୬, ସୋନପୁରରୁ ୬, ଅନୁଗୁଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, କଳାହାଣ୍ଡିରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୨୩୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୭, ଝାରସୁଗୁଡାରୁ ୨୨, ଅନୁଗୁଳରୁ ୧୮, ସମ୍ବଲପୁରରୁ ୧୬, ପୁରୀରୁ ୧୫, କଟକରୁ ୧୪, ଖୋର୍ଦ୍ଧାରୁ ୧୨, ବାଲେଶ୍ବରରୁ ୯, ଯାଜପୁରରୁ ୯, ନୂଆପଡ଼ାରୁ ୯, ବରଗଡରୁ ୮, ବଲାଙ୍ଗୀରିରୁ ୮, ନୟାଗଡରୁ ୮, ମୟୂରଭଞ୍ଜରୁ ୫, ବୌଦ୍ଧରୁ ୩, କେନ୍ଦୁଝରରୁ ୩, ଭଦ୍ରକରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, କେନ୍ଦ୍ରାପଡାରୁ ୨, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୭୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୨୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୪୩, ଅନୁଗୁଳରୁ ୨୮, ଝାରସୁଗୁଡାରୁ ୧୮, ବରଗଡରୁ ୧୬, ସମ୍ବଲପୁରରୁ ୧୫, ବାଲେଶ୍ବରରୁ ୧୪, ଯାଜପୁରରୁ ୧୪, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୧୦, ପୁରୀରୁ ୧୦, ନୂଆପଡ଼ାରୁ ୬, ଗଞ୍ଜାମରୁ ୪, କଳାହାଣ୍ଡିରୁ ୪, ବଲାଙ୍ଗୀରିରୁ ୩, ଜଗତସିଂହପୁରରୁ ୩, କେନ୍ଦୁଝରରୁ ୩, ସୋନପୁରରୁ ୩, କଟକରୁ ୨, ଦେବଗଡରୁ ୨, ଗଜପତିରୁ ୨, ମୟୂରଭଞ୍ଜରୁ ୨, ରାୟଗଡ଼ାରୁ ୨, ଭଦ୍ରକରୁ ୧, ମାଲକାନାଗିରିରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୫୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୬୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୭୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୩୭, ଅନୁଗୁଳରୁ ୨୮, ବରଗଡରୁ ୨୩, ପୁରୀରୁ ୨୦, ଝାରସୁଗୁଡାରୁ ୧୭, ସୁନ୍ଦରଗଡରୁ ୧୪ ଜଣ, ଗଜପତିରୁ ୧୦, କନ୍ଧମାଳରୁ ୧୦, ଖୋର୍ଦ୍ଧାରୁ ୧୦, ବାଲେଶ୍ବରରୁ ୯, କୋରାପୁଟରୁ ୯, ମୟୂରଭଞ୍ଜରୁ ୯, ରାୟଗଡାରୁ ୯, ବଲାଙ୍ଗୀରିରୁ ୮, କଳାହାଣ୍ଡିରୁ ୮, କଟକରୁ ୫, କେନ୍ଦ୍ରାପଡାରୁ ୫, ନୂଆପଡାରୁ ୫, ମାଲକାନାଗିରିରୁ ୪, ସୋନପୁରରୁ ୪, ଭଦ୍ରକରୁ ୩, ଦେବଗଡରୁ ୩, ଜଗତସିଂହପୁରରୁ ୩, ଗଞ୍ଜାମରୁ ୨, ବୌଦ୍ଧରୁ ୧, କେନ୍ଦୁଝରରୁ ୧, ନୟାଗଡରୁ ୧ଓ ଷ୍ଟେଟପୁଲରୁ ୨ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୩୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୩ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୪୪୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ଆଜିର ସମସ୍ତ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୪୦ ଜଣ, କଟକରୁ ୨୪, ସମ୍ବଲପୁରରୁ ୨୧, ଅନୁଗୁଳରୁ ୧୮, ବରଗଡ଼ରୁ ୧୮, ଝାରସୁଗୁଡ଼ାରୁ ୧୮, ବଲାଙ୍ଗୀରରୁ ୧୬, ପୁରୀରୁ ୧୨, ଖୋର୍ଦ୍ଧାରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୮, ମୟୂରଭଞ୍ଜରୁ ୮, ରାୟଗଡ଼ା ଜିଲ୍ଲାରୁ ୮, ଗଜପତିରୁ ୭, ଭଦ୍ରକରୁ ୬, କୋରାପୁଟରୁ ୬, ନୂଆପଡ଼ାରୁ ୫, କଳାହାଣ୍ଡିରୁ ୩, ସୁବର୍ଣ୍ଣପୁରରୁ ୩, ବାଲେଶ୍ବରରୁ ୨, କେନ୍ଦ୍ରାପଡ଼ାରୁ ୨, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ ଓ ଷ୍ଟେଟପୁଲରୁ ୨ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୫୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଗଜପତି ଏବଂ ଖୋର୍ଦ୍ଧାରୁ ୨୩ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀରିରୁ ୧୯, ଅନୁଗୁଳରୁ ୧୬, ଝାରସୁଗୁଡାରୁ ୧୬, ସମ୍ବଲପୁରରୁ ୧୬, ବରଗଡରୁ ୧୫, କେନ୍ଦୁଝରରୁ ୧୩, ମୟୂରଭଞ୍ଜରୁ ୧୨, ଯାଜପୁରରୁ ୧୦, କଟକରୁ ୯, ପୁରୀରୁ ୯, କଳାହାଣ୍ଡିରୁ ୮, ମାଲକାନାଗିରିରୁ ୮, ସୁନ୍ଦରଗଡରୁ ୮, କୋରାପୁଟରୁ ୬, ରାୟଗଡ଼ାରୁ ୬, ଦେବଗଡ଼ରୁ ୫, କେନ୍ଦ୍ରାପଡ଼ାରୁ ୫, ନୂଆପଡ଼ାରୁ ୪, ବୌଦ୍ଧରୁ ୩, ଢେଙ୍କାନାଳରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୪୪ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୬୮୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୦୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୩୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦ ଜଣ, ଅନୁଗୁଳରୁ ୨୬, ବଲାଙ୍ଗୀରିରୁ ୨୬, ଝାରସୁଗୁଡାରୁ ୧୮, ବରଗଡରୁ ୧୭, କଟକରୁ ୧୫, ସମ୍ବଲପୁରରୁ ୧୪, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୧, ବାଲେଶ୍ବରରୁ ୧୦, ମୟୂରଭଞ୍ଜରୁ ୯, କେନ୍ଦ୍ରାପଡାରୁ ୬, ପୁରୀରୁ ୬, ଗଜପତିରୁ ୫, ନୂଆପଡ଼ାର ୫, ମାଲକାନାଗିରିରୁ ୪, ସୋନପୁରରୁ ୪, ଗଞ୍ଜାମରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୨, ଜଗତସିଂହପୁରରୁ ୨, ରାୟଗଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୮୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୩ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୮୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ଏବଂ  ସୁନ୍ଦରଗଡରୁ ୪୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଖୋର୍ଦ୍ଧାରୁ ୧୦, ପୁରୀରୁ ୧୦, କେନ୍ଦ୍ରାପଡାରୁ ୯, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୪, ନୂଆପଡାରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୮୦ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୨୪, ବଲାଙ୍ଗୀରିରୁ ୨୩, ସୁନ୍ଦରଗଡରୁ ୨୩, କଟକରୁ ୧୭, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୦, ନୂଆପଡାରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ସମ୍ବଲପୁରରୁ ୯, କେନ୍ଦୁଝରରୁ ୬, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ବାଲେଶ୍ବରରୁ ୨, ବୌଦ୍ଧରୁ ୨, ଦେବଗଡରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୮୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୭ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୭୬ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦, ମୟୂରଭଞ୍ଜରୁ ୧୯, ବଲାଙ୍ଗୀରିରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ସମ୍ବଲପୁରରୁ ୧୦, ବରଗଡରୁ ୯, ଝାରସୁଗୁଡାରୁ ୯, ଅନୁଗୁଳରୁ ୮, ଯାଜପୁରରୁ ୮, କଟକରୁ ୬, କେନ୍ଦୁଝରରୁ ୬, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ନବରଙ୍ଗପୁରରୁ ୨, ସୋନପୁରରୁ ୨, କୋରାପୁଟରୁ ୧, ନୟାଗଡରୁ ୧, ନୂଆପଡ଼ାରୁ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।