ଜାତୀୟ ଖବର ଓଡିଶାରେ କରୋନା ଟୀକା ପ୍ରଦାନ ପାଇଁ ପ୍ରସ୍ତୁତି, ପ୍ରଥମେ କାହାକୁ ଦିଆଯିବ ମୁଖ୍ୟମନ୍ତ୍ରୀ କଲେ ଘୋଷଣା ଭୁବନେଶ୍ବର, କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା ଉଜ୍ଜଳ ହୋଇଛି । ଟୀକା ପ୍ରଦାନ…