ଆଜିର ଖବର ଆଜି ୩୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ କରୋନା ଟୀକାର ଦ୍ୱିତୀୟ ଡ୍ରାଏ ରନ୍ ନୂଆଦିଲ୍ଲୀ, ଦେଶବ୍ୟାପୀ ହେଉଥିବା କୋଭିଡ୍ ଟୀକାଦାନ ଅଭ୍ୟାସ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ଓ ପ୍ରସ୍ତୁତି ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…