ବିଶେଷ ଖବର କରୋନା ଗ୍ରାଫ ସହ ପରିଚାଳନାକୁ ତୀକ୍ଷ୍ମ ନଜର ରଖିଛନ୍ତି ରାଜ୍ୟ ସରକାର, ପରିସ୍ଥିତି ଦେଖି ନେବେ ନିଷ୍ପତି ଭୁବନେଶ୍ବର,ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ବୋଲି କହିହେବ ନାହିଁ। ବର୍ତ୍ତମାନ ସହର ସହିତ କରୋନା ଗ୍ରାମାଞ୍ଚଳ…