କରୋନା ସୁସ୍ଥରେ ରେକର୍ଡ

ନୂଆଦିଲ୍ଲୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨,୨୮୨ ଜଣ ରୋଗୀ ସୁସ୍ଥ ହେବା ଫଳରେ ସୁସ୍ଥତା କ୍ଷେତ୍ରରେ ଭାରତର ଆଉ ଏକ ରେକର୍ଡ ସୃଷ୍ଟି ହୋଇଛି।…