ଜାତୀୟ ଖବର ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ ନୂଆଦିଲ୍ଲୀ: ପାକିସ୍ତାନୀ ଆତଙ୍କବାଦୀ ନେଟୱାର୍କ ସହ ସମ୍ପୃକ୍ତି ଅଭିଯୋଗରେ କର୍ଣ୍ଣାଟକର ବିଦର ଜିଲ୍ଲାରୁ ଜଣେ ୨୪ ବର୍ଷୀୟ ଯୁବକକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…