ଆଜିର ଖବର ସିଦ୍ଧରମେୟାଙ୍କ ଶପଥ ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ଭୁବନେଶ୍ବର: ଆସନ୍ତାକାଲି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଧରମେୟା। ଏଥିସହିତ ଉପମୁଖ୍ୟମନ୍ତ୍ରୀ ଭାବେ ଡି କେ ଶିବ କୁମାର ମଧ୍ୟ ଶପଥ ନେବେ। ସେଥିପାଇଁ…