ଆଜିର ଖବର ଆଜି ‘କର୍ମଯୋଗୀ ସପ୍ତାହ’- ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆଜି ସକାଳ ୧୦:୩୦ ସମୟରେ ‘କର୍ମଯୋଗୀ ସପ୍ତାହ’ – ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ…