କଲ୍ୟାଣସିଂହପୁର ନିର୍ଯାତନା

ରାୟଗଡ଼ା: ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁରରେ ଜଣେ ଯୁବତୀଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣା ଏବେ ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ ବଢ଼ୁଥିବା ଜନଅସନ୍ତୋଷ…