ଆଜିର ଖବର କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କଂଗ୍ରେସ ବିଧାୟକ ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଜଣେ କଂଗ୍ରେସ ବିଧାୟକଙ୍କ କରୋନାରେ ମୃତ୍ୟୁ ହୋଇଛି। ଅଲିରାଜପୁର ଜିଲ୍ଲାର ଜୋବାଟ ବିଧାନସଭା ନିର୍ବାଚମଣ୍ଡଳୀର ବିଧାୟକ କଳାବତୀ ଭୂରିୟାଙ୍କ ୪୯ ବର୍ଷ ବୟସରେ ମୃତ୍ୟୁ…