ଆଜିର ଖବର ବିଜେପିର କଳା ପତାକା ଦେଖାଇ ୫-ଟି ସଚିବଙ୍କୁ ବିରୋଧ ରଣପୁର: ଆଜି ୫-ଟି ସଚିବ ଭି.କେ. ପାଣ୍ଡିଆନ ରଣପୁର ଗସ୍ତରେ ଆସିଥିବା ବେଳେ ବିଜେପି ଯୁବ ମୋର୍ଚ୍ଛା ତରଫରୁ କଳା ପତାକା ପ୍ରଦର୍ଶନ କରାଯାଇ ବିରୋଧ କରାଯାଇଥିଲା।…