ଆଞ୍ଚଳିକ ଶୋକାକୁଳ ପରିବେଶରେ ଅନୁଷ୍ଠିତ ହେଲା ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ସ୍ବର୍ଗତ ସତ୍ୟ ସେନାପତିଙ୍କ ଶ୍ରଦ୍ଧାଞ୍ଜଳି ସଭା ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ଦିବଂଗତ ଯୁବ ସଂଗଠକ ଯଥା ଅସୀମିତ ପ୍ରତିଭାର ଅଧିକାରୀ ସ୍ବର୍ଗତ ସତ୍ୟ ନାରାୟଣ ସେନାପତିଙ୍କ ଶ୍ରଦ୍ଧାଞ୍ଜଳି…