ଆଜିର ଖବର ଦେବୀ ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ କାମାକ୍ଷା ମଧ୍ୟରେ ଚାଲିବ ଏକ ସ୍ବତନ୍ତ୍ର ଟ୍ରେନ ଭୁବନେଶ୍ବର, ପୁରୀ ଏବଂ କାମାକ୍ଷା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଅଛି। ସେହି ଅନୁସାରେ ଏହି ଟ୍ରେନଟି…