ଆଜିର ଖବର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସଵ ଓ ପ୍ରତିଯୋଗିତା ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଆମ ଓଡିଶାର ପରମ୍ପରା ଓ ଧର୍ମୀୟ ଭାବନା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଉତ୍କଳର ପ୍ରାଚୀନ ଗାରିମାମୟ ନୌବାଣିଜ୍ୟ ଇତିହାସ ଦୃଷ୍ଟିକୋଣରୁ ଏହାର…