ଅନ୍ତରାଷ୍ଟ୍ରୀୟ କିଭରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୟୁକ୍ରେନର ଗୃହମନ୍ତ୍ରୀଙ୍କ ସମେତ ୧୮ ମୃତ ନୂଆଦିଲ୍ଲୀ: ଋଷ ସହିତ ଯୁଦ୍ଧ ମଧ୍ୟରେ ୟୁକ୍ରେନର ରାଜଧାନୀ କିଭରେ ଆଜି ସକାଳେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି, ଯେଉଁଥିରେ ଅତି କମରେ ୧୮ ଜଣଙ୍କର ମୃତ୍ୟୁ…