ଆଜିର ଖବର ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ ବାଣପୁର: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ମହାବିଦ୍ୟାଳୟ ପରିସରରେ ଆସନ୍ତା ୧୧ ତାରିଖ, ରବିବାର ଦିନ ଭୁବନେଶ୍ୱର କିମସ୍ ହସ୍ପିଟାଲ ତରଫରୁ ଏକ ମାଗଣା ମେଗା ସ୍ୱାସ୍ଥ୍ୟ ସେବା…