ଆଜିର ଖବର ରାଜ୍ୟସ୍ତରୀୟ କିଶୋର-କିଶୋରୀ ସମାବେଶରେ ଯୋଗ ଦେଲେ ଉପ-ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: କଳିଙ୍ଗ ଷ୍ଟାଡିୟମ୍ଠାରେ ଆୟୋଜିତ ରାଜ୍ୟସ୍ତରୀୟ କିଶୋର-କିଶୋରୀ ସମାବେଶରେ ଯୋଗ ଦେଇଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। କିଶୋରୀମାନଙ୍କ ସଶକ୍ତିକରଣ ଓ ଦକ୍ଷତା ବିକାଶ ଲକ୍ଷ୍ୟରେ “ଅଦ୍ୱିକା” ପ୍ରତିଯୋଗିତାର…