ଆଜିର ଖବର ପଦ୍ମପୁର ଉପନିର୍ବାଚନ ନିମନ୍ତେ କମିଟି ଗଠନ କଲା କଂଗ୍ରେସ ଭୁବନେଶ୍ୱର: ଆଗାମୀ ପଦ୍ମପୁର ଉପନିର୍ବାଚନ ନିମନ୍ତେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି । ଏହି କମିଟିରେ…