ଆଜିର ଖବର ଆଜିଠୁ କୁଜଙ୍ଗ ବଜାରରେ ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ,ବୈଠକରେ ନିଷ୍ପତି ରମେଶ ମହାନ୍ତି ଜଗତସିଂହପୁର: ଗତକାଲି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ କୁଜଙ୍ଗ ବଜାର କମିଟି କର୍ମକର୍ତ୍ତାଙ୍କ ସହିତ ଜିଲ୍ଲା ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଯାଇଥିଲା।…