ଆଜିର ଖବର ଓଡ଼ିଶାରୁ ଦୁଇ ଜଣଙ୍କୁ ଶିଳ୍ପଗୁରୁ ଏବଂ ୧୩ ଜଣଙ୍କୁ ଜାତୀୟ ଶିଳ୍ପକାର ପୁରସ୍କାର ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀ ଠାରେ କୁଶଳୀ ଶିଳ୍ପକାରମାନଙ୍କୁ ଶିଳ୍ପଗୁରୁ ଏବଂ ଜାତୀୟ ଶିଳ୍ପକାର ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୭, ୨୦୧୮ ଏବଂ ୨୦୧୯ ବର୍ଷ ପାଇଁ ୩୦…