ବିଶେଷ ଖବର ଘନ କୁହୁଡି ସମୟରେ ଟ୍ରେନ ଚଳାଚଳ ନେଇ ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା, ଜାଣନ୍ତୁ କଣ ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା କ୍ଷେତ୍ରର ବିଭିନ୍ନ ରେଳ ସେକ୍ସନରେ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ସାବଧାନ ଅବଲମ୍ବନ କରିବାକୁ କର୍ମଚାରୀ ମାନଙ୍କୁ ନିର୍ଦେଶ ଦେଇଛି। ଟ୍ରେନ…