ଆଜିର ଖବର ସବୁ ସ୍କୁଲରେ ତୃତୀୟ ଶ୍ରେଣୀରୁ ପ୍ରଚଳନ କରାଯିବ ଏଆଇ ଉପରେ ପାଠ୍ୟକ୍ରମ ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ଏବଂ କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗକୁ ଭବିଷ୍ୟତ …