ଆଜିର ଖବର ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ, କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦୁର୍ନୀତି ପ୍ରତି ଶୂନ ସହନଶୀଳତା ଆଭିମୁଖ୍ୟ ଅନୁଯାୟୀ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର…