କୃଷି ଓ ଗ୍ରାମୀଣ ରୂପାନ୍ତରଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ…