ଜାତୀୟ ଖବର ପନିପରିବା, ମାଛ ଓ ତୈଳବୀଜ ଉପରେ ଗବେଷଣା କରୁ କୃଷି ବିଶ୍ବବିଦ୍ୟାଳୟ, ମୁଖ୍ୟମନ୍ତ୍ରୀ ଦେଲେ ପରାମର୍ଶ ଭୁବନେଶ୍ବର: ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ 484 ପ୍ରକାର ନୂଆ କିସମର ବିକାଶ କରି ରାଜ୍ୟରେ କୃଷି ବିକାଶରେ ମହତ୍ବପୂର୍ଣ୍ଣ ଯୋଗଦାନ ରଖିଛି। ଆଜି ଯଦି…