ଆଜିର ଖବର ଉପମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ବିଜ୍ଞାନ ଭିତ୍ତିକ ଧାନ ଗବେଷଣା ସଂପର୍କରେ ଆଲୋଚନାଚକ୍ର ଭୁବନେଶ୍ବର: ଭୁବନେଶ୍ବରସ୍ଥିତ କୃଷି ଭବନ ପ୍ରେକ୍ଷାଳୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିଜ୍ଞାନ ଭିତ୍ତିକ ଧାନ ଗବେଷଣା ସଂପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…