ଆଜିର ଖବର ନୂଆପଡା ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳା ଭୁବନେଶ୍ଵର: ନୂଆପଡା ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ମହୋତ୍ସବ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ମଧୁସୂଦନ ଦାସ ଯୋଗ ଦେଇ ଚାଷୀମାନଙ୍କୁ ସମନ୍ୱିତ କୃଷି, ଫସଲ…