ଆଜିର ଖବର ରବି ଫସଲ ପାଇଁ କୃଷି ରଣନୀତି କମିଟି ବୈଠକ ଅନୁଷ୍ଠିତ ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲରେ ରବି ଫସଲ ୨୦୨୫-୨୬…