ଜାତୀୟ ଖବର ଆଜି ଚାଷୀଙ୍କ ଆକାଉଣ୍ଟକୁ ପ୍ରଧାନମନ୍ତ୍ରୀ ପଠାଇଲେ ମୋଟ ୧୬,୦୦୦ କୋଟି ଟଙ୍କା, ଚେକ୍ କରନ୍ତୁ ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ କିସାମ ସମ୍ମାନ ନିଧି ଯୋଜନା ଅଧୀନରେ କୃଷକମାନଙ୍କୁ ୧୬,୦୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର…