ଆଜିର ଖବର ‘କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦଘାଟନ କଲେ ରାଷ୍ଟ୍ରପତି ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧରଣୀଧର ବିଶ୍ୱବିଦ୍ୟାଳୟ ପକ୍ଷରୁ କେନ୍ଦୁଝରର ଗମ୍ଭରିଆ ଠାରେ ଆୟୋଜିତ ‘କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ…