ଆଜିର ଖବର ବିକ୍ଷୋଭକାରୀଙ୍କ ମୃତ୍ୟୁ ପାଇଁ କେନ୍ଦ୍ରକୁ ଦାୟୀ କଲେ କେସିଆର, ୨୫ ଲକ୍ଷ ଅନୁକମ୍ପା ରାଶି ଘୋଷଣା ହାଇଦ୍ରାବାଦ: ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଦୁଃଖ ପ୍ରକାଶ କରିଛନ୍ତି। ଏବଂ ମୃତକଙ୍କ…