ଆଜିର ଖବର କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ମନ୍ତବ୍ୟ ଡାହା ମିଛ ବୋଲି କହିଲା ବିଜେଡି ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଆଜି ତାଙ୍କର ବିବୃତ୍ତି ଜରିଆରେ ଯେଭଳି ମିଥ୍ୟା ତଥ୍ୟ ରଖିଛନ୍ତି ତାହା ଡାହା ମିଛ ବୋଲି କହିଛନ୍ତି ବିଜେଡି ନେତା…