ଆଜିର ଖବର ଘରୋଇ ବଜାରରେ ଦର ବୃଦ୍ଧିକୁ ରୋକିଲା ପିଆଜର ସର୍ବନିମ୍ନ ରପ୍ତାନି ମୂଲ୍ୟ ଉପରେ କେନ୍ଦ୍ରର ହସ୍ତକ୍ଷେପ ନୂଆଦିଲ୍ଲୀ: ରପ୍ତାନିକୁ ନିରୁତ୍ସାହିତ କରିବା ଏବଂ ଘରୋଇ ବଜାରରେ ଉପଲବ୍ଧତା ବଜାୟ ରଖିବା ପାଇଁ ୨୯ ଅକ୍ଟୋବର୨୦୨୩ରୁ ୩୧ ଡିସେମ୍ବର୨୦୨୩ ପର୍ଯ୍ୟନ୍ତ ପିଆଜ ଉପରେ ସର୍ବନିମ୍ନ ରପ୍ତାନି…