କେନ୍ଦ୍ରାପଡାକୁ ଟ୍ରେନ

ଭୁବନେଶ୍ବର, ବହୁ ପ୍ରତିକ୍ଷିତ ହରିଦାସପୁର-ପାରାଦ୍ୱୀପ ରେଳପଥ ନିର୍ମାଣ କାର୍ଯ୍ୟ ଶେଷ ହେବା ଉପରେ। ପରୀକ୍ଷାମୂଳକ ମାଲବାହୀ ଟ୍ରେନ୍ ଚଳାଚଳ ୩୧ ଜୁଲାଇ ୨୦୨୦ରୁ ଆରମ୍ଭ ହୋଇଥିଲା। ପାସେଞ୍ଜର…