ଆଜିର ଖବର ଦେଶର ଆବଶ୍ୟକତା ପୂରଣ ପାଇଁ କେନ୍ଦ୍ରୀୟ ପୁଲରେ ଯଥେଷ୍ଟ ଖାଦ୍ୟଶସ୍ୟ ମହଜୁଦ ରହିଛି: କେନ୍ଦ୍ର ସରକାର ନୂଆଦିଲ୍ଲୀ: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଏବଂ ସରକାରଙ୍କ ଅନ୍ୟ ଯୋଜନା ପାଇଁ ଆବଶ୍ୟକ ଖାଦ୍ୟଶସ୍ୟ ସମେତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)ରେ…