ଆଜିର ଖବର ସୋଆ ପକ୍ଷରୁ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ପୁରସ୍କାର ବିଜୟନୀ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା ଭୁବନେଶ୍ୱର: ନିକଟରେ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ୨୦୨୨ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା କବିତା ସଂକଳନ “ଦୟାନଦୀ” ପୁସ୍ତକର ରଚୟିତା ତଥା ବିଶିଷ୍ଟ ଓଡ଼ିଆ କବି ଓ…