ଜାତୀୟ ଖବର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଠାରେ ଇସ୍ରୋର ତୃତୀୟ ଲଞ୍ଚ ପ୍ୟାଡ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ଇସ୍ରୋର ସତୀଶ ଧୱନ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ…