ଆଜିର ଖବର ପ୍ରାକ୍-ବଜେଟ୍ ପରାମର୍ଶ ବୈଠକ ଶେଷ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ୧୬ ରୁ ୨୬ ନଭେମ୍ବର ୨୦୨୬ ମଧ୍ୟରେ କେନ୍ଦ୍ରୀୟ ବଜେଟ୍ ୨୦୨୭-୨୮ର ପ୍ରସ୍ତୁତି ପାଇଁ…