ଆଜିର ଖବର WORLD CUP: ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନେଲା ନିଷ୍ପତ୍ତି; ଫେରିଲେ କେନ୍ ୱିଲିୟମ୍ସନ୍ ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ଏବଂ ବାଂଲାଦେଶ ମଧ୍ୟରେ ବିଶ୍ୱକପ ମ୍ୟାଚ୍ ଆରମ୍ଭ ହୋଇଛି। ଚେନ୍ନାଇର ଚେପାକ୍ ସ୍ଥିତ ଏମ ଚିଦାମ୍ବରମ୍ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ଏଠାରେ…